Posted inରାଜ୍ୟ

ଓଡ଼ିଶା ଆସୁ ଆସୁ ସରକାରଙ୍କୁ ନେଇ ଏମିତି କହିଦେଲେ ରାହୁଲ, ରାଜ୍ୟରେ ଚହଳ

ଭୁବନେଶ୍ୱର,୧୧।୭: ଭୁବନେଶ୍ବରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାହୁଲ ଗାନ୍ଧୀ। ବିମାନବନ୍ଦରରୁ ବାହାରି ସିଧା ବରମୁଣ୍ଡା ପଡ଼ିଆ ସମାବେଶରେ ଯୋଗଛନ୍ତି। ସେଠାରେ ସମ୍ବିଧାନ ବଞ୍ଚାଅ ମହାସମାବେଶକୁ ସମ୍ବୋଧନ କରି ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ଏହା ସହିତ କଂଗ୍ରେସ କର୍ମକର୍ତ୍ତାଙ୍କୁ ପ୍ରଶଂସା କରିଛନ୍ତି। ଭାଜପାକୁ ଟାର୍ଗେଟ୍‌ କରି ରାହୁଲ କହିଛନ୍ତି, ଗରିବଙ୍କୁ ଲୁଟୁଛନ୍ତି ସରକାର। ଭାଜପା ସାରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛନ୍ତି। ବିହାରରେ ନିର୍ବାଚନ ଚୋରି କରିବାକୁ ଉଦ୍ୟମ ଚାଲିଛି। ମହାରାଷ୍ଟ୍ରରେ ନୂଆ ୧ ଲକ୍ଷ ଭୋଟର୍‌ କିପରି ଆସିଲେ। ମହାରାଷ୍ଟ୍ର ଭଳି ଏବେ ବିହାରରେ ବି ନିର୍ବାଚନ ଚୋରି ଉଦ୍ୟମ ଚାଲିଛି।

ରଥଯାତ୍ରା ଅଘଟଣକୁ ନେଇ ମଧ୍ୟ ଟାର୍ଗେଟ କରିଛନ୍ତି ରାହୁଲ। ଅଦାନୀ ପାଇଁ ରଥକୁ ରୋକାଯାଉଛି କହିଲେ ରାହୁଲ। ଏହା ଆପଣଙ୍କ ସରକାର ନୁହେଁ, ଅଦାନୀଙ୍କ ଭଳି ଉଦ୍ୟୋଗପତିଙ୍କ ସରକାର। ଓଡ଼ିଶାରେ ୪୦ ହଜାରରୁ ଊଦ୍ଧର୍‌ବ ମହିଳା ଗାଏବ ହୋଇଛନ୍ତି। ଏମାନେ କୁଆଡ଼େ ଗଲେ କେହି ଜାଣିନାହାନ୍ତି। ମହିଳାଙ୍କୁ ଦୁଷ୍କର୍ମ ହେଉଛି, କିନ୍ତୁ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

ଦିନିକିଆ ବିଶ୍ୱକପ୍ ୨୦୨୭ ଫର୍ମାଟ୍ ବଦଳାଇଲା ICC; ଜୟ ଶାହାଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କଲେ ୪ ଦେଶର ଅଧିନାୟକ

ନୂଆଦିଲ୍ଲୀ,୧୭।୭: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମିବିଆରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍‌ର ଫର୍ମାଟ୍‌ରେ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ହଠାତ ବଡ଼…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri