Posted inଜାତୀୟ

ରାହୁଲଙ୍କୁ ଘୋଷଣା କରାଯାଉ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ମଣିକମ ଟାଗୋର…

ନୂଆଦିଲ୍ଲୀ,୨୫।୫ : ଆସନ୍ତା ଲୋକସଭା ନିର୍ବାଚନରେ ଭାଜପାକୁ କ୍ଷମତାରୁ ହଟାଇବା ପାଇଁ ବିରୋଧୀଙ୍କୁ ଏକଜୁଟ କରିବା ସଂଗ୍ରାମ ମଧ୍ୟରେ କଂଗ୍ରେସ ଏମପି ମଣିକମ ଟାଗୋର ଦଳକୁ ଏହାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବାକୁ ଅନୁରୋଧ କରିଛନ୍ତି। ବିରୋଧୀ ଦଳ ପକ୍ଷରୁ ରାହୁଲ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ କରିବାକୁ ସେ ଦାବି କରିଛନ୍ତି।

ମାର୍ଚ୍ଚରେ ମୋଦି ଉପନାମ ଉପରେ ଦେଇଥିବା ମନ୍ତବ୍ୟ ନେଇ ମାନହାନି ମାମଲାରେ ଦୁଇ ବର୍ଷ କାରାଦଣ୍ଡା ଦେଶ ପରେ ରାହୁଲଙ୍କୁ ଲୋକସଭା ଏମପି ଭାବେ ଅଯୋଗ୍ୟ ଘୋଷଣା କରାଯାଇଥିଲା। ଲୋକସଭାରେ କଂଗ୍ରେସ ସଚେତକ ଏକ ମିଡିଆ ଗୋଷ୍ଠୀର ଏକ ସର୍ଭେ ଟୁଇଟ କରି ଏଭଳି କହିଛନ୍ତି। ଏଥିରେ ୩୪ ପ୍ରତିଶତ ଲୋକ ପ୍ରଧାନମନ୍ତ୍ରୀ ପାଇଁ ରାହୁଲଙ୍କୁ ପସନ୍ଦ କରିଛନ୍ତି। ଏହି ସର୍ଭେରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୪୩ ପ୍ରତିଶତ ଭୋଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri