ପତ୍ନୀଙ୍କୁ ଦାମୀ ଉପହାର ହେଲେ ରାହୁଲ

ମୁମ୍ବାଇ: ଦିଶା ପରମାର ଓ ରାହୁଲ ବୈଦ୍ୟ ଟେଲିଭିଜନ ଦୁନିଆର ମୋଷ୍ଟ ପପୁଲାର କପଲ। ଏବେ ଏହି କପଲ ତାଙ୍କ ଲାଇଫର ବେହଦ ଖୁବସୁରତ ଫେଜରେ ଅଛନ୍ତି। ଘଟଣା ହେଲା ଖୁବଶୀଘ୍ର ଏହି କପଲ ତାଙ୍କ ପ୍ରଥମ ସନ୍ତାନର ପ୍ୟାରେଣ୍ଟସ ହେବାକୁ ଯାଉଛନ୍ତି।

ଏସବୁ ଭିତରେ, ପ୍ରେଗ୍ନେଟ ଓ୍ବାଇଫଙ୍କୁ ଖୁବ ଭଲ ପାଉଥିବା ରାହୁଲ ତାଙ୍କ ପାଇଁ ସବୁବେଳେ କିଛି ନା କିଛି ସ୍ପେଶାଲ କରୁଛନ୍ତି। ନିକଟରେ ସିଙ୍ଗର ତାଙ୍କ ଅଭିନେତ୍ରୀ ପତ୍ନୀଙ୍କୁ ବହୁତ ମହଙ୍ଗା ଉପହାର ଦେଇଛନ୍ତି।
ବଡେ ଅଚ୍ଛେ ଲଗତେ ହୈ ୩ ଅଭିନେତ୍ରୀ ଦିଶା ପରମାର ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ସ୍ବାମୀ ରାହୁଲ ବୈଦ୍ୟଙ୍କଠାରୁ ମିଳିଥିବା ମହଙ୍ଗା ଉପହାରର ଝଲକ ସେୟାର କରିଛନ୍ତି। ଭିଡିଓରେ ଦିଶା ରାହୁଲଙ୍କ ଦ୍ୱାରା ଉପହାର ପ୍ରାପ୍ତ ଏକ ବିଳାସପୂର୍ଣ୍ଣ ରୋଲେକ୍ସ ଘଣ୍ଟା ଦେଖାଇଥିଲେ, ଯାହାର ମୂଲ୍ୟ ୧୨ଲକ୍ଷ ଟଙ୍କା ବୋଲି କୁହାଯାଉଛି। ରାହୁଲଙ୍କ ଏହି ଆଶ୍ଚର୍ଯ୍ୟଜନକ ଉପହାର ପାଇଁ ଅଭିନେତ୍ରୀ ଖୁସି ଏବଂ କୃତଜ୍ଞତା ଜଣାଇଛନ୍ତି। ଏହି ଭିଡିଓରେ ସେ କହିଥିଲେ, ‘ତୁମର ସମୟ ବର୍ତ୍ତମାନ ବଦଳିବାକୁ ଯାଉଛି।’ ଭିଡିଓ ସେୟାର କରି ଦିଶା ଲେଖିଛନ୍ତି, ‘ମୋ ପିଲା ମୋତେ ମୋର ପ୍ରଥମ ରୋଲେକ୍ସ ଦେଇଛି ଏବଂ ମୁଁ ଶାନ୍ତ ରହିପାରିବି ନାହିଁ! ଧନ୍ୟବାଦ ରାହୁଲ ବୈଦ୍ୟ… ଲେଡି ବହୁତ ଖୁସ ହୈ!’


Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?