Posted inଜାତୀୟ

ରାହୁଲ ପ୍ରଧାନମନ୍ତ୍ରୀ ହେବେ

ଚିତ୍ରଦୁର୍ଗ,୪ା୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦିନେ ତାଙ୍କ ଜେଜେ ମା’ ଇନ୍ଦିରା ଗାନ୍ଧୀ ଓ ବାପା ରାଜୀବ ଗାନ୍ଧୀଙ୍କ ଭଳି ପ୍ରଧାନମନ୍ତ୍ରୀ ହେବେ ବୋଲି କର୍ନାଟକ ସ୍ଥିତ ଶ୍ରୀ ମୁରୁଗାରାଜେନ୍ଦ୍ର ମଠର ଜଣେ ସାଧୁ ଭବିଷ୍ୟବାଣୀ କରିଛନ୍ତି।
ଆସନ୍ତା ବର୍ଷ କର୍ନାଟକରେ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ରାହୁଲ ବୁଧବାର ଦକ୍ଷିଣ ଭାରତର ଏହି ରାଜ୍ୟକୁ ଗସ୍ତ କରିଛନ୍ତି।

ଚିତ୍ରଦୁର୍ଗର ପ୍ରସିଦ୍ଧ ମୁରୁଗା ମଠରେ ସେ ଲିଙ୍ଗାୟତ ସମ୍ପ୍ରଦାୟର ଦୀକ୍ଷା ନେଇଛନ୍ତି। ରାହୁଲ ମଠାଧିଶ ଶିବମୂର୍ତ୍ତି ମୁରୁଗା ଶରଣରୁଙ୍କୁ ଭେଟି ତାଙ୍କ ଆଶୀର୍ବାଦ ନେଇଥିଲେ। ଏହି ଅବସରରେ ସେଠାରେ ଉପସ୍ଥିତ ସନ୍ଥ କହିଥିଲେ, ଇନ୍ଦିରା ଓ ରାଜୀବ ଲିଙ୍ଗାୟତ ଦୀକ୍ଷା ନେଇଥିଲେ। ଏବେ ରାହୁଲ ମଧ୍ୟ ଦୀକ୍ଷା ନେଇଛନ୍ତି।

ସେ ମଧ୍ୟ ଦିନେ ଭାରତର ପ୍ରଧାନମନ୍ତ୍ରୀ ହେବେ। ଏହା ଶୁଣି ଶିବମୂର୍ତ୍ତି କହିଥିଲେ, ଏପରି କୁହନ୍ତୁ ନାହିଁ। ଏହା ଉପଯୁକ୍ତ ମଞ୍ଚ ନୁହେଁ। ଲୋକେ ନିଷ୍ପତ୍ତି ନେବେ। ପ୍ରକାଶ ଯେ, କର୍ନାଟକ ଜନସଂଖ୍ୟାର ୧୭% ହେଉଛନ୍ତି ଲିଙ୍ଗାୟତ, ଯାହାଙ୍କୁ ଭାଜପାର ପାରମ୍ପରିକ ଭୋଟର ବିବେଚନା କରାଯାଏ। ଭାଜପା ଶାସିତ ଏହି ରାଜ୍ୟରେ କ୍ଷେତ୍ର ପ୍ରସ୍ତୁତି ପାଇଁ ରାହୁଲ ଲିଙ୍ଗାୟତ ଦୀକ୍ଷା ନେଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସିକ୍ରେଟ୍ ଫୋନ୍ ପାଇଁ ସ୍ତ୍ରୀକୁ ହତ୍ୟା କରି ଘର ପଛପଟେ ପୋତିଦେଲେ ସ୍ୱାମୀ

ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ...

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

୨୦୨୬ର ପ୍ରଥମ ଦିନ ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ: ନଚେତ୍‌ ବର୍ଷସାରା ଗୋଡ଼ାଇବ ଦରିଦ୍ରତା

ନୂଆଦିଲ୍ଲୀ,୨୬।୧୨: ପ୍ରତିବର୍ଷ ଜାନୁଆରୀ ୧ କେବଳ ତାରିଖ ପରିବର୍ତ୍ତନ ନୁହେଁ, ବରଂ ବର୍ଷ ପରିବର୍ତ୍ତନକୁ ମଧ୍ୟ ଚିହ୍ନିତ କରେ। ୨୦୨୬ ନୂତନ ବର୍ଷ ଆସିବାକୁ ଆଉ...

ଚଳନ୍ତା କାର୍‌ରେ ଆଇଟି କମ୍ପାନୀ ମ୍ୟାନେଜରଙ୍କୁ ଗଣବଳାତ୍କାର, ସିଇଓଙ୍କ ସମେତ ୩ ଗିରଫ

ଉଦୟପୁର,୨୬।୧୨: ଚଳନ୍ତା ଗାଡ଼ିରେ ଗଣବଳାତ୍କାର। ଲିଫ୍ଟ ଦେଇ ଲୁଟିନେଲେ ଇଜ୍ଜତ। ନିଜ କମ୍ପାନୀର ଆଇଟି ମ୍ୟାନେଜରଙ୍କୁ ବଳାତ୍କାର କଲେ ସିଇଓ। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା...

ଜଳସମ୍ପଦ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା, ଆଗାମୀ ଦିନରେ…

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri