ଦେଶ ବିରୋଧୀ ଶକ୍ତିଙ୍କ ଆଗରେ ମୁଣ୍ଡ ନୁଆଁଇବେ ନାହିଁ ରାହୁଲ: ଶରତ

ଭୁବନେଶ୍ବର, ୨୪ା୩(ବ୍ୟୁରୋ):ଭାରତ ବର୍ଷର ଗଣତନ୍ତ୍ର ଆଜି ବିପନ୍ନ। ନରେନ୍ଦ୍ର ମୋଦି ସରକାର ବ୍ୟକ୍ତିର ବାକ୍‌
ସ୍ବାଧୀନତା ଉପରେ ସମ୍ପୂର୍ଣ୍ଣରୂପେ ରୋକ୍‌ ଲଗାଇବା ପାଇଁ ୮ ବର୍ଷ ହେଲା କାର୍ଯ୍ୟ କରୁଛି। ଏକଛତ୍ର ବାଦ ଶାସନ ବ୍ୟବସ୍ଥାକୁ ଆପଣାଇବା ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର ଚେଷ୍ଟା ଚଳାଇଛନ୍ତି। ସତ୍ୟ ଓ ଅହିଂସାର ହେଉଛି କଂଗ୍ରେସର ମାର୍ଗ। ଭାରତର ଜନଗଣଙ୍କ ସ୍ବାର୍ଥ ରକ୍ଷା ପାଇଁ ପ୍ରତ୍ୟେକ ସ୍ତରରେ ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଲଢ଼େଇ କରିବ। ଓଡ଼ିଶାର ସମସ୍ତ କଂଗ୍ରେସ କର୍ମୀ ଓ ନେତୃବୃନ୍ଦ ରାହୁଲ ଗାନ୍ଧୀଙ୍କ ସହିତ ପାଦକୁ ପାଦ ମିଳାଇ ଚାଲିବାର ବଜ୍ର ଶପଥ ନେଇଛନ୍ତି। କୌଣସି ପରିସ୍ଥିତିରେ ବି ରାହୁଲ ଦେଶ ବିରୋଧୀ ଶକ୍ତିଙ୍କ ଆଗରେ ମୁଣ୍ଡ ନୁଆଁଇବେ ନାହିଁ ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ମାଷ୍ଟରକ୍ୟାଣ୍ଟିନ ଛକଠାରେ ଗୁରୁବାର ଏକ ପ୍ରତିବାଦ ସଭା କରାଯାଇଛି। ଦଳର ଏକାଧିକ ନେତା ଏଠାରେ ଯୋଗଦେଇ ରାହୁଲ ଗାନ୍ଧୀଙ୍କ ଘରେ ପୋଲିସ ଚଢାଉ ଘଟଣାକୁ ବିରୋଧ କରିଛନ୍ତି। ରାହୁଲ ଆଗେ ଚଲୋ ହମ୍‌ ତୁମହାରେ ସାଥ୍‌ ହେ ଲେଖାଥିବା ପୋଷ୍ଟର କଂଗ୍ରେସ ନେତାମାନେ ହାତରେ ଧରିଥିବାର ଦେଖିବାକୁ ମିଳିଛି। ଏହି ପ୍ରତିବାଦ ସଭାରେ ପୂର୍ବତନ କଂଗ୍ରେସ ସଭାପତି ପ୍ରସାଦ ହରିଚନ୍ଦନ, ବିଧାୟକ ସୁରେଶ କୁମାର ରାଉତରାୟ ଏବଂ ଦାଶରଥି ଗମାଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri