Posted inଜାତୀୟ

ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ରାହୁଲ!

ନୂଆଦିଲ୍ଲୀ,୯।୬: ବରିଷ୍ଠ ସାମ୍ବାଦିକ ତଥା ତ୍ରୁଣମୂଳ କଂଗ୍ରେସ ରାଜ୍ୟ ସଭା ଏମପି ସାଗାରିକା ଘୋଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବାକୁ ନିମନ୍ତ୍ରଣକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ମାଧ୍ୟମରେ ସେ ଏହି ସୂଚନା ଦେଇଛନ୍ତି।
ରବିବାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ଗ୍ରହଣ କରିବେ। ସେ ରବିବାର ସା ୭ଟା ୧୫ରେ ରାଷ୍ଟ୍ରପତି ଭବନରେ ତାଙ୍କ କ୍ୟାବିନେଟ ସହିତ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ଗ୍ରହଣ କରାଇବେ। ଶପଥ ଗ୍ରହଣ ସମାରୋହରେ ନେପାଳ, ବାଂଲାଦେଶ, ଶ୍ରୀଲଙ୍କା ସମେତ ଅନେକ ଦେଶର ନେତା ଯୋଗ ଦେଉଛନ୍ତି। କଂଗ୍ରେସ ପକ୍ଷରୁ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଉଛନ୍ତି।
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତ୍ରୁଣମୂଳ କଂଗ୍ରେସ ସଭାପତି ମମତା ବାନାର୍ଜୀ ଶନିବାର ନବ ନିର୍ବାଚିତ ଏମପିଙ୍କୁ ଭେଟିଛନ୍ତି ଯେଉଁଥିରେ ସେ କହିଛନ୍ତି ଯେ ରବିବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ ତ୍ରୁଣମୂଳ କଂଗ୍ରେସ ଯୋଗଦେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri