Posted inଜାତୀୟ

ରାହୁଲଙ୍କ ଫ୍ଲାଇଟ୍‌ ଡାଏଭର୍ଟ

ନୂଆଦିଲ୍ଲୀ,୨୯।୧୨: ନାଗପୁରରୁ ଦିଲ୍ଲୀକୁ ଆସୁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିମାନ ଜୟପୁରକୁ ଡାଏଭର୍ଟ କରାଯାଇଛି। ଗୁରୁବାରରେ ମହାରାଷ୍ଟ୍ରର ନାଗପୁରରେ କଂଗ୍ରେସ ଏକ ବିଶାଳ ସମାବେଶ ଆୟୋଜନ କରିଥିଲା। ଏଥିରେ ରାହୁଲ ଗାନ୍ଧୀ ଯୋଗଦେବାକୁ ଯାଇଥିଲେ। ଦିଲ୍ଲୀ ବିମାନବନ୍ଦରରେ କୁହୁଡିରେ ଦୃଶ୍ୟତା ସମସ୍ୟା ଯୋଗୁ ରାହୁଲ ଗାନ୍ଧୀଙ୍କ ନାଗପୁରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା ଜୟପୁରକୁ ପଠାଯାଇଛି।
ଆଜିକାଲି ଜାତୀୟ ରାଜଧାନୀ ଦିଲ୍ଲୀ ଘନ କୁହୁଡ଼ିର ସମ୍ମୁଖୀନ ହୋଇଛି। ପାଣିପାଗ ବିଭାଗର ସୂଚନାନୁସାରେ, ପଞ୍ଜାବ, ହରିୟାଣା, ଦିଲ୍ଲୀ ଏବଂ ଉତ୍ତରପ୍ରଦେଶର ବିଭିନ୍ନ ଅଞ୍ଚଳରେ ଘନ କୁହୁଡ଼ି ଏବଂ ପଶ୍ଚିମ ମଧ୍ୟପ୍ରଦେଶର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା।
ଘନ କୁହୁଡ଼ି ହେତୁ ଗୁରୁବାର ଦିଲ୍ଲୀ ବିମାନବନ୍ଦରରେ ବିମାନ ଚଳାଚଳ ପ୍ରଭାବିତ ହୋଇଥିଲା। ଏହି ସମୟ ମଧ୍ୟରେ ପ୍ରାୟ ୬୦ ବିମାନ ଉଡ଼ାଣ କରାଯାଇଥିଲା ଏବଂ ଅନେକ ବିମାନ ବିଳମ୍ବ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri