ସେଦିନ କଳା ରାତିରେ କ’ଣ ଘଟିଥିଲା, ସାମ୍ନାକୁ ଆସି ଚାଞ୍ଚଲ୍ୟକର ବୟାନ ଦେଲେ ରାହୁଲଙ୍କ ସାଙ୍ଗ ଶିବା

ଭୁବନେଶ୍ୱର,୩।୩: ଜିଜିପି କଲୋନୀ ରାହୁଲ ମହାରଣାଙ୍କ ହତ୍ୟା ଘଟଣାରେ ସାମ୍ନାକୁ ଆସିଲେ ସାଙ୍ଗ ଶିବା। କଳା ରାତିର କଳା କାହାଣୀ କହିଲା ବେଳେ ପୁଣି ତଦନ୍ତକୁ ନେଇ ପ୍ରଶ୍ନ ଉଠିଛି। ଶିବା କହିଛନ୍ତି, ଖେଳ ପଡ଼ିଆରେ ପ୍ରଥମେ କାଚ ଭଙ୍ଗା ଶଦ୍ଦ ଶୁଭିବାରୁ ପ୍ରତିବାଦ କରିଥିଲି। ପିଲାମାନେ ଏଠି ଖେଳୁଛନ୍ତି, କାହିଁକି କାଚ ଭାଙ୍ଗ ଫିଙ୍ଗୁଛ ପଚାରିଲି।ଏହାପରେ ମୋତେ ସେମାନେ ତୁ କିଏ କହି ଗାଳି ଗୁଲଜ କରିଥିଲେ। ଏହି ଯୁକ୍ତିତର୍କରୁ ଠେଲାପେଲା ହେଲା, ମୁଁ ଅଚେତ ହୋଇ ତଳେ ପଡ଼ିଗଲି। ରାହୁଲକୁ କିଏ ଛୁରି ମାରିଲା ମୁଁ ଦେଖିପାରି ନଥିଲି । ପୋଲିସ କାଲି ରାତି ସାଢ଼େ ୯ରେ ମୋ ବୟାନ ରେକର୍ଡ କରିଛି। ଛୁରି ଧରି ସେମାନେ କାହିଁକି ପଡ଼ିଆକୁ ଆସିଥିଲେ ତଦନ୍ତ ହେବା ଦରକାର ବୋଲି ଶିବା କହିଛନ୍ତି।

ରାହୁଲଙ୍କ ଅନ୍ୟତମ ସାଙ୍ଗ ସଚିନ ମଧ୍ୟ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି। ତାଙ୍କ କହିବାନୁସାରେ, ଡିଫେନ୍ସ ଲୋକ ଜଣଙ୍କ ରାହୁଲ ଛାତିକୁ ମୁଥ ମାରିବା ମୁଁ ଦେଖିଛି।ଏହା ପରେ ରାହୁଲ ତଳେ ପଡ଼ି ଅଚେତ ହୋଇ ଯାଇଥିଲେ। ମାତ୍ର ଯବାନ ହାତରେ ଛୁରି ଥିଲା କି ନାହିଁ ମୁଁ ଜାଣିନି। ଗତକାଲି ମୃତ ରାହୁଲଙ୍କ ପତ୍ନୀ ଶିବାଙ୍କ ଭୂମିକାକୁ ନେଇ ସନ୍ଦେହ କରିଥିଲେ।ଏଥିସହ ହତ୍ୟା ପଛରେ ଷଡ଼ଯନ୍ତ୍ର ଥିବା ସହ ପୋଲିସ ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷୟ ତୃତୀୟାରେ ସୁନା କିଣିବାକୁ ଯାଉଛନ୍ତି କି? ପୂର୍ୱରୁ ଜାଣିନିଅନ୍ତୁ ସୁନା ଦୋକାନର ସ୍କିମ୍‌ ପଛର ସତ…

ନୂଆଦିଲ୍ଲୀ,୧୮।୪: କିସ୍ତିରେ ସୁନା କିଣିବା ଏକ ବୁଦ୍ଧିମାନ ଧାରଣା। ଆପଣ ପ୍ରତି ମାସରେ ଏକ ନିର୍ଦ୍ଦିଷ୍ଟ ପରିମାଣର ରାଶି ରଖିଛନ୍ତି, ଏବଂ ସମୟସୀମା ଶେଷ ହେବା ପର୍ଯ୍ୟନ୍ତ,…

ଇରାନ-ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା କେବେ ଏବଂ କେଉଁଠି ହେବ? ସାମ୍ନାକୁ ଆସିଲା ସ୍ଥାନ ସହ ତାରିଖ

ତେହରାନ,୧୮।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, କୂଟନୈତିକ ପ୍ରୟାସ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ସୋମବାର (୨୦ ଏପ୍ରିଲ, ୨୦୨୬) ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ…

କୋହଲିଙ୍କ ଫଟୋରେ ‘ଲାଇକ୍‌’ ମାରିବା ପରେ ମୁହଁ ଖୋଲିଲେ ଅଭିନେତ୍ରୀ: ମୁଁ ଏବେ ଦୁଃଖିତ…

ନୂଆଦିଲ୍ଲୀ,୧୮।୪: ଆଜିର ସମୟରେ ସୋସିଆଲ ମିଡିଆ ଏକ ଏପରି ପ୍ଲାଟଫର୍ମରେ ପରିଣତ ହୋଇଛି, ଯେଉଁଠାରେ ସାମାନ୍ୟ କାର୍ଯ୍ୟକଳାପ ମଧ୍ୟ ଏକ ବଡ଼ ସମସ୍ୟାର ରୂପ ନେଇପାରେ। ଭାରତୀୟ…

ହୋଟେଲ ଉପରେ ଅତର୍କିତ ଚଢ଼ାଉ: ମୁଖ୍ୟ ସଡ଼କରୁ ଜବରଦଖଲ ଉଚ୍ଛେଦ

ଭଞ୍ଜନଗର,୧୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେଉଛି। ଯାତ୍ରା ସମୟରେ ଟ୍ରାଫିକ ନିୟନ୍ତ୍ରଣ କରିବା ଏବଂ ହୋଟେଲ ଗୁଡିକରେ…

ରୋହିତ ଶର୍ମାଙ୍କୁ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୮।୪: ଭାରତୀୟ ଟି-୨୦ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଇତିହାସ ରଚିଛନ୍ତି। ଏହି ବାମହାତୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ଟି-୨୦ ରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର…

ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା: ଗାଡି ଚଳାଚଳ, ଶିକ୍ଷାନୁଷ୍ଠାନ ସବୁ ବନ୍ଦ, କଂଗ୍ରେସର ସମର୍ଥନ

ବାରିପଦା,୧୮।୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ କାକବନ୍ଧ ଆଶ୍ରମରେ ବିଷାକ୍ତ ଖାଦ୍ୟ ଖାଇ ଜଣେ ଛାତ୍ରୀ ମୃତ୍ୟୁ ଓ ୧୪୬ରୁ ଅଧିକ ଅସୁସ୍ଥ ଘଟଣାରେ…

ବାଦ୍‌ ପଡ଼ିବ ନାହିଁ କୌଣସି ଘର: ଜନଗଣନା ସର୍ଭେ ଆରମ୍ଭ

ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବହୁ ପ୍ରତୀକ୍ଷିତ ଭାରତୀୟ ଜନ ଗଣନା ସର୍ଭେ ୨୦/୨୬-୨୭ ଗୁରୁବାରଠାରୁ ଆରମ୍ଭ ହୋଇଛି। ପ୍ରତି ଘର ଜନଗଣନା ସର୍ଭେରେ ସାମିଲ ହେବେ। ସର୍ଭେ ସମ୍ପର୍କରେ…

ପରବର୍ତ୍ତୀ ଟାର୍ଗେଟକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଲେ ୭୦ ବର୍ଷ ଧରି ଅପେକ୍ଷା କରିଛନ୍ତି ଲୋକେ

ଓ୍ବାଶିଂଟନ୍‌,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ପରିସ୍ଥିତି ସ୍ବାଭାବିକ ନୁହେଁ। ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ ତାଙ୍କର ପରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri