ସରକାରଙ୍କ ଡେଭଲପମେଣ୍ଟ ମଡେଲକୁ ରାହୁଲଙ୍କ କଟାକ୍ଷ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡେଭଲପମେଣ୍ଟ ମଡେଲକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର କଟାକ୍ଷ କରିଛନ୍ତି। ରାଷ୍ଟ୍ରାୟତ୍ତ ଉଦ୍ୟୋଗ ସଂଖ୍ୟା ହ୍ରାସ ଦ୍ୱାରା ସରକାର ଅର୍ଥ ବ୍ୟବସ୍ଥାକୁ କ୍ଷତି ପହଞ୍ଚାଉଥିବା ରାହୁଲ କହିଛନ୍ତି। ମୋଦିଙ୍କ ବିକାଶ ଯୋଜନାରେ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ସଂଖ୍ୟା ୧୦ରୁ ଗୋଟିଏ ଭାଗକୁ କମିବ। ଦେଶର କ୍ଷତି ସାଧନ ହେବାକୁ ଥିବା ବେଳେ ପୁଞ୍ଜିପତି ମାନେ ଏହାର ଲାଭ ପାଇବେ। ସରକାରଙ୍କ ପାଖ ଲୋକମାନେ ବର୍ତ୍ତମାନ ଲାଭାନ୍ବିତ ହେଉଥିବା ବେଳେ ଦେଶ କ୍ଷତି ସହୁଛି। ରାହୁଲ ଏଭଳି ବିଭିନ୍ନ ଆରୋପ ସରକାରଙ୍କ ଉପରେ ଲଗାଇବା ସହ ଘେରିଛନ୍ତି। ବଜେଟରେ ସରକାର କୃଷକ ଏବଂ ଯୁବବର୍ଗଙ୍କୁ ଠକିଥିବା ରାହୁଲ ପୂର୍ବରୁ ସରକାରଙ୍କୁ ସମାଲୋଚନା କରିଥିଲେ। କେନ୍ଦ୍ର ସରକାରଙ୍କ ୩ରୁ ୪ ଶିଳ୍ପପତି ବନ୍ଧୁ ରହୁଛନ୍ତି ଯେଉଁମାନେ ଲାଭବାନ ହେଉଥିବା ରାହୁଲ ଆରୋପ ଲଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri