Posted inଜାତୀୟ

ରାହୁଲଙ୍କ କଟାକ୍ଷ,ନିର୍ବାଚନୀ ଅଫର ଶେଷ ହେବାକୁ ଯାଉଛି, ଶୀଘ୍ର ଗାଡ଼ିରେ ପେଟ୍ରୋଲ ଭର୍ତ୍ତି କରନ୍ତୁ…

ନୂଆଦିଲ୍ଲୀ, ୫।୩ : କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଭାଜପାକୁ ଘେରିବା ଆରମ୍ଭ କରିଛନ୍ତି। ରାହୁଲ କଟାକ୍ଷ କରି କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ନିର୍ବାଚନୀ ଅଫର ଶେଷ ହେବାକୁ ଯାଉଛି। ଏହାପରେ ଦେଶରେ ପେଟ୍ରୋଲ ଡିଜେଲ ଦାମ ବଢ଼ିବ।

ତେଣୁ ଲୋକେ ନିଜ ନିଜ ଗାଡିରେ ଶୀଘ୍ର ପେଟ୍ରୋଲ ଡିଜେଲ ଭର୍ତ୍ତି କରିନେବା ଆବଶ୍ୟକ। ଶନିବାର ରାହୁଲ ଟୁଇଟ୍‌ କରି ଏଭଳି କହିଛନ୍ତି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ଶୂକ୍ରବାର ବାରାଣସୀର ପିଣ୍ଡରା ବିଧାନସଭା ଆସନରେ ଏକ ନିର୍ବାଚନୀ ସଭାରେ ଯୋଗଦେଇ ରାହୁଲ ଭାଜପା ସରକାରଙ୍କ ଉପରେ ବର୍ଷିଥିଲେ। ଭାଜପା ସରକାର କେବଳ ପ୍ରତାରଣ କରୁଥିବା ସେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ମୁଖପାତ୍ର ଗିରଫ

ଜୟପୁର,୬।୧୨: ଗୁଜରାଟ ପୋଲିସ ତୃଣମୂଳ କଂଗ୍ରେସର ଜାତୀୟ ମୁଖପାତ୍ର ତଥା ମମତା ବାନାର୍ଜୀଙ୍କ ନିକଟ ସାକେଟ ଗୋଖଲେଙ୍କୁ ଗିରଫ କରିଛି। ଗିରଫ ସମ୍ପର୍କରେ ସୂଚନା ଟିଏମସି...

ପୁଣି ଜମ୍ମୁ-କଶ୍ମୀରରେ ସିଆର୍‌ପିଏଫ୍‌ ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୫।୩: ଜମ୍ମୁ-କଶ୍ମୀରରେ ଗୁରୁବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଲାଓପୋରାଠାରେ ଆତଙ୍କବାଦୀମାନେ ସିଆର୍‌ପିଏଫ୍‌ର ଏକ ଗାଡ଼ି ଉପରକୁ ଆକ୍ରମଣ କରିଛନ୍ତି। ଆକ୍ରମଣରେ ୨ଜଣ ଯବାନ ଶହୀଦ ହୋଇଥିବା...

ନକଲି କଲ ସେଣ୍ଟରର ପର୍ଦ୍ଦାଫାଶ, ଆମେରିକା ଲୋକଙ୍କୁ ଠକାଯାଉଥିଲା, ୧୬ ଗିରଫ…

ଥାଣେ,୨।୧୦ : ମହାରାଷ୍ଟ୍ରର ଥାଣେରେ ଏକ ନକଲି କଲ ସେଣ୍ଟରର ପର୍ଦ୍ଦାଫାଶ କରାଯାଇଛି। ଏହି ଘଟଣାରେ ପୋଲିସ ୧୬ ଜଣଙ୍କୁ ଗିରଫ କରିଛି। ରବିବାର ସୂଚନା...

୩୫ ଟଙ୍କାରେ ମିଳିବ ପିଆଜ ଦେଖାଇବାକୁ ପଡିବ ଆଇଡି କାର୍ଡ

ହାଇଦ୍ରାବାଦ,୨୫ ।୧୦: ଏବେ ସାରା ଦେଶରେ ପିଆଜ ସମସ୍ତଙ୍କୁ କନ୍ଦାଇବାରେ ଲାଗିଛି । ଅଧିକାଂଶ ରାଜ୍ୟରେ ଏବେ ପିଆଜ କିଲୋପ୍ରତି ଦାମ୍ ପାଖପାଖି ୧୦୦ଟଙ୍କା ଛୁଇଁଲାଣି...

ଚାଇନା ନିର୍ମିତ ପାକିସ୍ତାନୀ ଡ୍ରୋନକୁ ଗୁଳି ଖସାଇଲେ ବିଏସଏଫ ଯବାନ, ୪ ପ୍ୟାକେଟ ହେରୋଇନ ଜବତ…

ଗୁରୁଦାସପୁର,୧୯।୨ : ପଞ୍ଜାବର ଗୁରୁଦାସପୁରରେ ବିଏସଏଫ ଯବାନମାନେ ଏକ ପାକିସ୍ତାନୀ ଡ୍ରୋନକୁ ଗୁଳି କରି ଖସାଇଛନ୍ତି। ଏଥିରୁ ୪ ପ୍ୟାକେଟ ହେରୋଇନ ଜବତ କରାଯାଇଇଛି। ଶନିବାର...

ମାଲିକାଣୀଙ୍କୁ ଝୁଣି ମାଂସ ଖାଇଗଲା ପୋଷା କୁକୁର

ଲକ୍ଷ୍ନୌ,୧୪।୭: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପୋଷା କୁକୁର ନିଜ ମାଲିକାଣୀଙ୍କୁ କାମୁଡି ତାଙ୍କ ମାଂସ ଖାଇଯାଇଛି। ଏଥିପାଇଁ ସ୍ଥାନୀୟ...

ଏସବୁ ଜିନିଷକୁ ଗୋଡ଼ ଲଗାଉଛନ୍ତି କି? ଆସିପାରେ ବଡ଼ ବିପତ୍ତି

ସାଧାରଣତଃ ଅଜାଣତରେ ବେଳେବେଳେ ଆମ ଗୋଡ଼ ଏଠି ସେଠି ବାଜିଯାଇଥାଏ। ହେଲେ ଆମେ ସେଥିପ୍ରତି ଏତେଟା ଧ୍ୟାନ ଦେଇ ନ ଥାଉ। କିଛି ଲୋକ ଜାଣିଶୁଣି...

ପ୍ରିୟଙ୍କା ଗାନ୍ଧୀଙ୍କ କଟିଲା ଚାଲାଣ

ଲକ୍ଷ୍ନୌ, ୨୯।୧୨: ବିନା ହେଲମେଟରେ ସ୍କୁଟିରେ ବସି ଯାତ୍ରା କରୁଥିବା କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଉତ୍ତରପ୍ରଦେଶ ପୋଲିସ। ସିଏଏ...

Advertisement
Archives

Model This Week