Posted inଖେଳ

ଟିମ୍‌ ଇଣ୍ଡିଆକୁ ଇନିଂସ ଅଗ୍ରଣୀ ଦେଲେ ରାହୁଲ

ଟ୍ରେଣ୍ଟ ବ୍ରିଜ,୬।୮: ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଟିମ୍‌ ଇଣ୍ଡିଆ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିଛି। ପୂର୍ବଦିନର ସ୍କୋର ୧୨୫/୪ ରୁ ବ୍ୟାଟିଂ କରିଥିବା ଭାରତୀୟ ଦଳ ତୃତୀୟ ଦିନର ମଧ୍ୟାହ୍ନ ଭୋଜନ ସୁଦ୍ଧା ୫ ଉଇକେଟ ହରାଇ ୧୯୧ ରନ୍‌ କରିଛି। ଫଳରେ ୮ ରନ୍‌ର ଅଗ୍ରଣୀ ହାସଲ କରିଛି ଟିମ୍‌ ଇଣ୍ଡିଆ। ପୂର୍ବରୁ ଇଂଲଣ୍ଡ ତା’ର ପ୍ରଥମ ଇନିଂସରେ ୧୮୩ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା।

ବର୍ଷା କାରଣରୁ ବିଳମ୍ବରେ ଆରମ୍ଭ ହୋଇଥିଲା ତୃତୀୟ ଦିନର ଖେଳ। ଆରମ୍ଭରୁ ଆଟାକିଂ ବ୍ୟାଟିଂ କରୁଥିବା ରିଷଭ ପନ୍ତ (୨୫) ରନ୍‌ କରି ଆଉଟ୍‌ ହୋଇଥିଲେ। କିନ୍ତୁ ଲୋକେଶ ରାହୁଲ (୭୭ ରନ୍‌, ୧ ଚୌକା ) ଏବେ ମଧ୍ୟ ଛିଡ଼ା ହୋଇଛନ୍ତି କ୍ରିଜ୍‌ରେ। ତାଙ୍କ ଉପଯୁକ୍ତ ସହାୟତା ପ୍ରଦାନ କରିଛନ୍ତି ରବୀନ୍ଦ୍ର ଜାଡେଜା (୨୭ ରନ୍‌, ୪ ଚୌକା) । ଦୁହେଁ ଅବିଭାଜିତ ୬ଷ୍ଠ ଉଇକେଟ ପାଇଁ ୪୬ ରନ୍‌ ଯୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୪୪ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଏହି ୨ ଦେଶ ମଧ୍ୟରେ ଖେଳାଯାଇଥିଲା ସବୁଠୁ ଛୋଟ ମ୍ୟାଚ୍‌

ଟେଷ୍ଟ କ୍ରିକେଟର ଇତିହାସ ପ୍ରାୟ ୧୪୪ ବର୍ଷ ପୁରୁଣା। ଟେଷ୍ଟ କ୍ରିକେଟରେ ଉଭୟ ଦଳ ୨-୨ ଇନିଂସ ଖେଳିବାକୁ ପାଆନ୍ତି ଏବଂ ବଲ ଖେଳିବାର କୌଣସି...

ବିରାଟ କୋହଲିଙ୍କ ବଢିଲା ଟେନସନ୍‌

ସିଡନୀ,୧୧।୧୨: ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଟିମ ଇଣ୍ଡିଆ ଦ୍ୱିତୀୟ ୱାର୍ମ ଅପ ମ୍ୟାଚ ଖେଳୁଛି। ତିନି ଦିନିଆ ଏହି ଦିନିଆ ମ୍ୟାଚରେ ଅଷ୍ଟ୍ରେଲିଆ...

ଲିୟନଙ୍କୁ ୫ ଉଇକେଟ: ଅଷ୍ଟ୍ରେଲିଆ ନିୟନ୍ତ୍ରଣରେ ସିଡନୀ ଟେଷ୍ଟ

ସିଡନୀ,୫।୧(ଏଏଫ୍‌ପି)- ସ୍ଥାନୀୟ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼ କରିଛି। ଟସ୍‌...

ପୂର୍ବତନ ପେସାଦାର ଗଲ୍ଫର ସାଣ୍ଡର୍ସଙ୍କ ପରଲୋକ

ଲସ୍‌ଏଞ୍ଜେଲ୍ସ, ୧୩।୪ (ଏଏଫ୍‌ପି): ଆମେରିକୀୟ ପେସାଦାର ଗଲ୍ଫର ଡଗ୍‌ ସାଣ୍ଡର୍ସ ୮୬ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ହଷ୍ଟନ୍‌ରେ ରବିବାର ସକାଳେ ସେ ପରଲୋକ ଗମନ...

ଶିଶୁ ଦିବସରେ ପିଲାଦିନର ଫଟୋ ଛାଡ଼ିଲେ ବୁମ୍‌ରା

ନୂଆଦିଲ୍ଲୀ,୧୪।୧୧- ପୂରା ଦେଶରେ ଗୁରୁବାର ଶିଶୁ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି କ୍ରିକେଟରମାନେ ସୋସିଆଲ ମିଡିଆରେ ନିଜ ପିଲାଦିନର ଫଟୋ...

ଓରଲେନ୍ସ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ: ଫାଇନାଲରେ କ୍ରିଷ୍ଣା- ବିଷ୍ଣୁ, ସାଇନା ଆଉଟ୍‌

ପ୍ୟାରିସ୍‌,୨୮।୩(ପି.ଟି.): ଏଠାରେ ଚାଲିଥିବା ଓରଲେନ୍ସ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନରୁ ଭାରତୀୟ ମହିଳା ତାରକା ସାଇନା ନେହ୍ବାଲ ସେମିଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ତେବେ ଭାରତୀୟ ଯୋଡି...

ଆର୍ଥତ୍କ ସଂକଟରେ ଏଆଇଏଫ୍‌ଏଫ୍‌

ନୂଆଦିଲ୍ଲୀ, ୨୬ା୬ (ପି.ଟି.)-କମର୍ସିଆଲ ପାର୍ଟନର ଆଇଏମ୍‌ଜି-ରିଲାଏନ୍ସ ଉପରେ ୨୫ କୋଟି ଟଙ୍କା ବାକି ପଡ଼ିଥିବାରୁ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ଏବେ ଆର୍ଥିକ ସଂକଟ ଦେଇ...

ସଚିନ ତେନ୍ଦୁଲକରଙ୍କ ପାଇଁ ଅଗଷ୍ଟ ୧୪ କାହିଁକି ଗୁରୁତ୍ୱପୂର୍ଣ୍ଣ: ଜାଣନ୍ତୁ…

ନୂଆଦିଲ୍ଲୀ, ୧୪।୮: କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ପାଇଁ ଆଜିର ଦିନ ଅର୍ଥାତ୍‌ ଅଗଷ୍ଟ ୧୪ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କାରଣ ଏହି ଦିନ ସେ...

Advertisement
Archives

Model This Week