Posted inଜାତୀୟ

ବଢିପାରେ ରାହୁଲଙ୍କ ସମସ୍ୟା

ନୂଆଦିଲ୍ଲୀ,୧୪।୩: ଲଣ୍ଡନରେ ସଂସଦର ପ୍ରକ୍ରିୟାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟ ତାଙ୍କ ସମସ୍ୟା ବଢାଇପାରେ। ସଂସଦର ବିଶେଷାଧିକାର କମିଟି ଏହି ପ୍ରସଙ୍ଗରେ ସମ୍ପୂର୍ଣ୍ଣ ତଥ୍ୟ ଗ୍ରହଣ କରି କାର୍ଯ୍ୟାନୁଷ୍ଠାନ ନେଇପାରେ। ରାହୁଲ ଲୋକ ସଭାରେ ବିରୋଧୀଙ୍କ ସ୍ବରକୁ ଦମନ କରାଯାଉଥିବା ଅଭିଯୋଗ କରି ଲଣ୍ଡନରେ କହିଥିଲେ ଯେ, ବିରୋଧୀ ଦଳର ନେତାଙ୍କ ମାଇକ ବନ୍ଦ କରିଦିଆଯାଉଛି। ରାହୁଲଙ୍କ ବିବୃତ୍ତିକୁ ରାଜ୍ୟ ସଭା ଉପାଧ୍ୟକ୍ଷ ତଥା ଲୋକ ସଭା ବାଚସ୍ପତି ସମାଲୋଚନା କରିଛନ୍ତି। ସରକାରୀ ସୂତ୍ରରୁ ଜଣାପଡିଛି ଯେ, କଂଗ୍ରେସ, ଡିଏମକେ ଏବଂ ବାମପନ୍ଥୀଙ୍କୁ ଛାଡି ଅନ୍ୟ ବିରୋଧୀ ଦଳ ମଧ୍ୟ ରାହୁଲଙ୍କ ମନ୍ତବ୍ୟରେ ସହମତ ନୁହଁନ୍ତି।
ରାହୁଲଙ୍କ ମନ୍ତବ୍ୟ ଉପରେ ସରକାର ଗୁରୁତର ଧ୍ୟାନ ଦେଇଛନ୍ତି। ସୋମବାର ଠାରୁ ଆରମ୍ଭ ହୋଇଥିବା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ସରକାର ସଂସଦର ଉଭୟ ଗୃହରେ ବିରୋଧୀ ଦଳ ବିଶେଷ କରି କଂଗ୍ରେସ ଉପରେ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri