Advertisement
Posted inଜାତୀୟ

ରାହୁଲଙ୍କ ଭାଷଣ କମ୍ପାଉଛି: ଷ୍ଟାଲିନ୍‌

ଚେନ୍ନାଇ,୨୬।୧୨: ଭାରତ ଯୋଡ଼ୋ ଯାତ୍ରାବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣ କମ୍ପନ ସୃଷ୍ଟି କରୁଛି ବୋଲି ରବିବାର ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ କହିଛନ୍ତି। କଂଗ୍ରେସ ନେତା ଏ. ଗୋପାନ୍ନାଙ୍କ ଦ୍ୱାରା ଲିଖିତ ‘ଜବାହାରଲାଲ ନେହେରୁ, ଆନ୍‌ ଇଲଷ୍ଟ୍ରେଟେଡ୍‌ ବାୟୋଗ୍ରାଫି’ ଶୀର୍ଷକ ପୁସ୍ତକ ଉନ୍ମୋଚନ ଅବସରରେ ଏକ ସଭାକୁ ସମ୍ବୋଧିତ କରି ଡିଏମ୍‌କେ ଅଧ୍ୟକ୍ଷ ଷ୍ଟାଲିନ୍‌ ରାହୁଲଙ୍କ ପଦଯାତ୍ରାକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ବିରୋଧୀ ମତକୁ ନେହେରୁ ଉତ୍ସାହିତ କରୁଥିଲେ। କିନ୍ତୁ ଆଜିର ରାଜନୈତିକ ସ୍ଥିତି ସମ୍ପୂର୍ଣ୍ଣ ବଦଳିଯାଇଛି। ତେବେ ପ୍ରିୟ ଭାଇ ରାହୁଲଙ୍କ ଭାରତ ଯୋଡ଼ୋ ଯାତ୍ରା ଦେଶବ୍ୟାପୀ ପ୍ରଭାବ ପକାଇବ।

ଏହି ଯାତ୍ରାରେ ରାହୁଲ ଦେଉଥିବା ଭାଷଣ ଭାରତରେ କମ୍ପନ ସୃଷ୍ଟି କରିଛି। ସେ ନିର୍ବାଚନୀ କିମ୍ବା ଦଳୀୟ ରାଜନୀତି ଉପରେ କହୁ ନାହାନ୍ତି ବରଂ ତାଙ୍କ ଭାଷଣ ଆଦର୍ଶଗତ ରାଜନୀତି ଉପରେ ପର୍ଯ୍ୟବସିତ। ରାହୁଲ ମଧ୍ୟ ବେଳେବେଳେ ନେହେରୁଙ୍କ ଭଳି କଥା କହୁଛନ୍ତି। ନାଥୁରାମ ଗଡ଼ସେଙ୍କ ଉତ୍ତରାଧିକାରୀମାନେ ମହାତ୍ମା ଗାନ୍ଧୀ ଓ ନେହେରୁଙ୍କ ବଂଶଜଙ୍କ ମୁହଁରୁ ସେସବୁ ଶୁଣିଲେ ସେମାନଙ୍କୁ ପିତା ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟାକୁ କେନ୍ଦ୍ରର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ, ୧୫।୫(ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟ ଗତ ୫ ତାରିଖରେ ମରାଠା କୋଟା ଉପରେ ରାୟ ଦେଲାବେଳେ ସମ୍ବିଧାନର ୧୦୨ତମ ସଂଶୋଧନକୁ ନେଇ କରିଥିବା ବ୍ୟାଖ୍ୟାକୁ କେନ୍ଦ୍ର ସରକାର...

ଚାଚା ନେହେରୁଙ୍କ ୧୩୧ ଜନ୍ମ ତିଥି: ଶାନ୍ତିବନରେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୪।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୧ତମ ଜନ୍ମ ତିଥିରେ ବରିଷ୍ଠ ରାଜନେତାଙ୍କ ସମେତ ସାଧାରଣ ବ୍ୟକ୍ତି ବିଶେଷ ଶାନ୍ତିବନରେ ଶନିବାର ତାଙ୍କୁ ଶ୍ରଦ୍ଧାଞ୍ଜଳି...

ନାବାଳକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ନାବାଳିକା

ନୂଆଦିଲ୍ଲୀ,୨୧।୧୨: ଦକ୍ଷିଣ ଦିଲ୍ଲୀର ଗ୍ରେଟର କୈଳାଶ ଓ୍ବାନ ଅଞ୍ଚଳରେ ଘରେ କାମ କରୁଥିବା ଜଣେ ୧୪ ବର୍ଷୀୟା ନାବାଳିକା ଆଣିଛନ୍ତି ବଳାତ୍କାର ଅଭିଯୋଗ। ୧୭ ବର୍ଷୀୟ...

ଶାହ ଫୈଜଲ ହାଇକୋର୍ଟଙ୍କ ଦ୍ୱାରସ୍ଥ

ନୂଆଦିଲ୍ଲୀ,୨୧ା୮(ପି.ଟି.): ପୂର୍ବତନ ଆଇଏଏସ୍‌ ଅଧିକାରୀ ଶାହ ଫୈଜଲଙ୍କୁ ଗତ ୧୪ ତାରିଖ ବିଳମ୍ବିତ ରାତିରେ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖି ଶ୍ରୀନଗର ପଠାଇଦିଆଯାଇଥିଲା। ଏହି ଘଟଣାକୁ...

ମୃତ୍ୟୁର ତାଣ୍ଡବ ଆରମ୍ଭ, ଦୈନିକ ମୃତ୍ୟୁ ସଂଖ୍ୟା ୧୭ ଶହ ଟପିଲା, ଧାଡ଼ିଧାଡ଼ି ମୃତଦେହ…

ନୂଆଦିଲ୍ଲୀ, ୨।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣରେ କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪...

ଏମ୍‌ଟିଏନ୍‌ଏଲ୍‌ ବିଲ୍ଡିଂରେ ନିଆଁ

ମୁମ୍ବାଇ,୨୩ା୭(ଆଇଏଏନ୍‌ଏସ୍‌): ମୁମ୍ବାଇର ବାନ୍ଦ୍ରାଠାରେ ଥିବା ଏମ୍‌ଟିଏନ୍‌ଏଲ୍‌ ବିଲ୍ଡିଂରେ ସୋମବାର ଅପରାହ୍ନରେ ନିଆଁ ଲାଗିଯାଇଥିଲା। ଉକ୍ତ ବିଲ୍ଡିଂରେ ଫସିଥିବା ୮୪ ଜଣଙ୍କୁ ଉଦ୍ଧାର କରାଯାଇଛି। ଅପରାହ୍ନ ୩ଟା...

ଚାରିଦିନ ପାଇଁ ଏନ୍‌ସିବି ହେପାଜତକୁ ଗଲେ ରିଆଙ୍କ ଭାଇ

ମୁମ୍ବାଇ,୫।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲା ବେଳକୁ ବେଳ ଭିନ୍ନ ମୋଡ ନେଉଛି। ଏହାକୁ ନେଇ ପ୍ରତିଦିନ ନୂଆ ନୂଆ ତଥ୍ୟ...

ରାଷ୍ଟ୍ରପତି ଭବନରେ ଆତ୍ମହତ୍ୟା କଲେ ହାବିଲଦାର

ନୂଆଦିଲ୍ଲୀ,୯।୯: ରାଷ୍ଟ୍ରପତି ଭବନରେ ରହୁଥିବା ସେନାର ଜଣେ ହାବିଲଦାର ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଟେକ୍‌ ବାହାଦୂର। ପୋଲିସ ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ...

Advertisement
Archives

Model This Week