ଅବକାରୀ ଚଢାଉ : ୨୮୦୦କିଗ୍ରା ମହୁଲ ପୋଚ ଜବତ

କୋକସରା,୨୫।୧୧(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଖୁରସେଲଗୁଡା, ବେହେରା ନାଳ ପାଖରେ ଚୋରାମଦ ରନ୍ଧା ହେଉଥିବା ଖବରପାଇ ଜିଲା ଭ୍ରାମ୍ୟମାଣ ଗୋଷ୍ଠୀ ଓ ଜୟପାଟଣା ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢାଉ କରାଯାଇଥିଲା। ସେଠାରେ ଖାନ୍‌ତଳାସି ପରେ ୨୮୦୦କିଗ୍ରା ମହୁଲ ପୋଚ ସହ ୩୦ଲିଟର ଦେଶୀ ହାତରନ୍ଧା ମଦ ଓ ମଦ ରନ୍ଧା ସାମଗ୍ରୀ ଜବତ କରାଯାଇଥିଲା। ପରେ ଉକ୍ତ ସାମଗ୍ରୀଗୁଡିକୁ ଘଟଣାସ୍ଥଳରେ ବିଭାଗ ପକ୍ଷରୁ ନଷ୍ଟ କରାଯାଇଥିଲା। ସେହିପରି ଏହି ଚଢାଉବେଳେ ଉଗ୍ରେରାମ ମର୍କାମ ନାମକ ଜଣେ ଅଭିଯୁକ୍ତଙ୍କ ଠାରୁ ୧୫ ଲିଟର ମଦ ଜବତ କରାଯାଇଥିଲା। ଜିଲା ଅବକାରୀ ଉପଅଧିକ୍ଷକ ଉମାଚରଣ ପ୍ରଧାନଙ୍କ ତତ୍ତ୍ୱାବଧାନରେ ଏହି ଚଢାଉରେ ଜିଲା ଭ୍ରାମ୍ୟମାଣ ଗୋଷ୍ଠୀ ନିରୀକ୍ଷକ ଲଲିତ ମୋହନ ମିଶ୍ର, ଉପନିରୀକ୍ଷକ ଦିଲ୍ଲୀପ କୁମାର ରଥ, ଜୟପାଟଣା ଅବକାରୀ ଥାନାଅଧିକାରୀ ସୁବାଷ ଚନ୍ଦ୍ର ବାରିକ, ସହକାରୀ ଉପନିରୀକ୍ଷକ ଯୋଗେଶ୍ୱର ନାଏକ, ଅଶୋକ କୁମାର ସାହୁ, ବାନି ସୁନା, ଛବିଲାଲ ତାଣ୍ଡି, ଆଇଆରବି ଯବାନ ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?