ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର ପୁରୁଣାବଜ଼ାରରେ ୫ଟି ଓ ଗୁଜିଦାରଡ଼ାରେ ୩ଟି ମୋଟ ୮ଟି ସ୍ଥାନରେ ମଙ୍ଗଳବାର ଭୋର ସମୟରୁ ରେଡ ଆରମ୍ଭ କରାଯାଇଥିଲା l ପ୍ରାୟ ୨୦ ଲକ୍ଷ ନଗଦ ଟଙ୍କା ସହ ସୁନା ଅଳଙ୍କାର ଓ ଭୁଜାଲି, ଖଣ୍ଡା, ଛୁରି ଆଦି ବିଭିନ୍ନ ମାରଣାସ୍ତ୍ର ପୋଲିସ ଜବତ କରିଛି ବୋଲି ଏସପି ମନୋଜ ରାଉତ କହିଛନ୍ତି। ୫ ଗୋ’ ମାଫିଆଙ୍କୁ ପୋଲିସ ଅଟକ ରଖିଛି l ଗୋ’ ମାଫିଆମାନେ ବିଭିନ୍ନ ସମୟରେ ଗୋ’ ମାଂସ ଓ ଗୋଚାଲାଣ କରି ବହୁ ପରିମାଣରେ ଟଙ୍କା ସୁନା ଗଚ୍ଛିତ ରଖିବା ସହ ବିଭିନ୍ନ ସମୟରେ ହିଂସା ଓ ଗଣ୍ଡଗୋଳ ଘଟୁଥିବା କାରଣରୁ ଏହି ରେଡ କରାଯାଇଛି ବୋଲି ଏସପି କହିଛନ୍ତି l ୨ ଡ଼ିଏସପି, ୧୦ ଇନ୍ସପେକ୍ଟରଙ୍କ ନେତୃତ୍ୱରେ ୮ଟି ପୋଲିସ ଟିମ ସହ ୬ ପ୍ଲାଟୁନ ଫୋର୍ସ ମୁତୟନ ରହିଥିଲେ l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଶୁକ୍ର ନକ୍ଷତ୍ର ଗୋଚର: ମାଲାମାଲ ହେବେ ଏହି ୩ ରାଶି

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସୋମବାର, ଏପ୍ରିଲ ୬, ୨୦୨୬ ରାତି ୧:୦୪ ସମୟରେ, ସୁଖ ଏବଂ ସମୃଦ୍ଧିର ଦାତା ଶୁକ୍ର ଅଶ୍ୱିନୀରୁ ଭରଣୀ ନକ୍ଷତ୍ରକୁ ଗମନ କରିଛନ୍ତି।…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri