ଗୋମାଫିଆଙ୍କ ଘରେ ରେଡ୍‌: ବିଡ଼ା ବିଡ଼ା ଟଙ୍କା ଦେଖି ସମସ୍ତେ ତାଜୁବ

ଭଦ୍ରକ, ୧୭।୧(ସନାତନ ରାଉତ): ଅବୈଧ ଗୋ ଚାଲାଣ ଅଭିଯୋଗରେ କେନ୍ଦୁଝର ପୋଲିସ ଭଦ୍ରକ ପୁରୁଣା ବଜାର ଥାନାରେ ମୁଲ୍ଲା ସାହିରେ ଶେଖ ତାଜଉଦ୍ଦିନ ଘରେ ଚଢ଼ାଉ କରିଛି l ଶନିବାର ଭୋର ସମୟରୁ ଚଢ଼ାଉ ଆରମ୍ଭ ହୋଇଥିଲାବେଳେ ୭୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ବାହାରିଲାଣି l ଜଣେ ଗୋ ମାଫିଆଙ୍କ ଘରୁ ଏତେ ପରିମାଣର ଟଙ୍କା ବାହାରିବା ଘଟଣା ତାଜୁବ କରିଛି l ତେବେ ଏତେ ପରିମାଣ ଟଙ୍କା କେଉଁଠୁ ଆସିଲା ସେନେଇ ପୋଲିସ ତଦନ୍ତ ଜାରି ରଖିଛି l ଘର ଆଗରେ ଥିବା ସ୍କର୍ପିଓ ଗାଡିକୁ ମଧ୍ୟ ଯାଞ୍ଚ କରିଛି l ବେଆଇନ ଗୋତସ୍କରି ଲିଙ୍କ ଅଭିଯୋଗରେ କେନ୍ଦୁଝରର ବିଭିନ୍ନ ଥାନାରେ ବହୁ ମାମଲା ତାଙ୍କ ନାମରେ ରହିଛି l କେନ୍ଦୁଝର ପୋଲିସ ସର୍ଚ୍ଚ ୱାରେଣ୍ଟ ସହ ଭଦ୍ରକ ପୋଲିସ ସହ ମିଳିତ ଭାବେ ଚଢ଼ାଉ କରିଛି l ୨ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। କେନ୍ଦୁଝର ସଦର ଏସଡିପିଓ ସୁଦର୍ଶନ ଗଙ୍ଗୋଇଙ୍କ ନେତୃତ୍ୱରେ ଏହି ଚଢାଉ ଜାରିରହିଛି। ଟଙ୍କା ଗଣିବାକୁ ଦୁଇଟି ମେଶିନ ଲାଗିଥିବା ବେଳେ ସୁନା ରୁପା ଓଜନ କରିବା ପାଇଁ ଜଣେ ବଣିଆକୁ ନିୟୋଜିତ କରାଯାଇଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri