ପୁଣି କଟକରୁ ନକଲି ସିମେଣ୍ଟ କାରଖାନା ଠାବ

କଟକ ଅଫିସ, ୨୩।୨: କଟକରୁ ମଙ୍ଗଳବାର ପୁଣି ନକଲି ସିମେଣ୍ଟ କାରଖାନା ଠାବ ହୋଇଛି। କମିଶନରେଟ ପୋଲିସ ନକଲି ସିମେଣ୍ଟ ଗୋଦାମ ଘରେ ଚଢ଼ାଉ କରି ବିପୁଳ ପରିମାଣର ଭେଜାଲ ସିମେଣ୍ଟ ଜବତ କରିଛି।
କଟକ ଜଗତପୁର ସ୍ଥିତ କେନ୍ଦ୍ରାପଡ଼ା-ଚାନ୍ଦବାଲି ରୋଡର ଖଇରା ବ୍ରିଜ ନିକଟରୁ ଏହି ନକଲି ସିମେଣ୍ଟ କାରଖାନା ଠାବ ହୋଇଛି । ଏଠାରେ ଅଲଟ୍ରାଟେକ ସିମେଣ୍ଟ ନାଁରେ ନକଲି କରାଖାନା କରି ବେଧଡ଼କ ବେପାର ଚାଲିଥିଲା । ବଜାରକୁ ଅପମିଶ୍ରିତ ସାମଗ୍ରୀ ମଧ୍ୟ ଛାଡୁଥିଲେ । ଖବର ପାଇବା ପରେ କମିଶନରେଟ ପୋଲିସ କଡ଼ା ନଜର ରଖିଥିଲା । ଏହି ପ୍ରରିପ୍ରେକ୍ଷୀରେ ମଙ୍ଗଳବାର କମିଶନରେଟ ପୋଲିସ ଚଢାଉ କରି ବିପୁଳ ପରିମାଣର ଭେଜାଲ ସିମେଣ୍ଟ ଠାବ କରିଛି । ତେବେ କମିଶନରେଟ ପୋଲିସର ଚଢାଉ ସମୟରେ କାରଖାନାର ମାଲିକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ତେବେ ଛାନ୍‌ଭିନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଆରଏମ୍‌ଙ୍କ ରୂପ୍‌ସା ଜଙ୍କଶନ ପରିଦର୍ଶନ: ୧୦ରେ ଆସିବେ ଜେନେରାଲ ମ୍ୟାନେଜର

ରୂପ୍‌ସା, ୮।୧(ଡି.ଏନ.ଏ.)-ଦକ୍ଷିଣ-ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନର ରେଳବାଇ ମ୍ୟାନେଜର (ଡିଆରଏମ୍‌) ମନୋରଞ୍ଜନ ପ୍ରଧାନ ମଙ୍ଗଳବାର ତୃତୀୟଥର ପାଇଁ ବାଲେଶ୍ୱର ଜିଲା ଅଧିନ ରୂପ୍‌ସା ରେଳ ଜଙ୍କଶନ...

ମିଲରଙ୍କୁ ଘେରିଲେ ଚାଷୀ

ପଦ୍ମପୁର, ୨୦।୧ (ଡି.ଏନ.ଏ.)  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଲୁଙ୍ଗା ପଞ୍ଚାୟତର ପୁରୁଦା ସେବା ସମବାୟ ସମିତିରେ ଧାନ କଟ୍‌ନୀକୁ ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିବା...

ମଲ ପାଇଁ ଚାଲିଥିଲା ଗଛ କଟା: ହଠାତ ପହଞ୍ଚିଗଲା ବନ ବିଭାଗ

ଖୋର୍ଦ୍ଧା ଅଫିସ,୧।୫: ଖୋର୍ଦ୍ଧା-ନୟାଗଡ଼ ୫୭ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧା କ୍ଲବ ନିକଟରେ ଏକ ନିର୍ମାଣାଧିନ ସପିଙ୍ଗମଲ୍‌ ଆଗ ରାସ୍ତାକଡରେ ଥିବା ବହୁ ପୁରୁଣା ବର...

କଟକରେ ବ୍ରାଉନସୁଗାର ବିକୁଛନ୍ତି ୨ ଭାଇ

କଟକ ଅଫିସ,୧୮। ୯: ଦିନ ଦ୍ୱିପ୍ରହରରେ ଖୋଲା ବଜାରରେ ବେଧଡକ ଭାବେ ବିକ୍ରି ହେଉଛି ବ୍ରାଉନ୍‌ସୁଗାର। ଦୁଇ ଭାଇ ହିଁ ଏହି ବେଆଇନ ବେପାରର କର୍ଣ୍ଣଧାର।...

ରାଜୀବଙ୍କୁ ନୂଆ ପରିଚୟ ଦେଇଛି ଛତୁଚାଷ

ଜଗତ୍‌ସିଂହପୁର ଅଫିସ୍‌, ୨୮।୨: ବିଫଳତା ହିଁ ସଫଳତାର ମାପକାଠି। ଏହା ୩୫ ବର୍ଷର ରାଜୀବ ରଥଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇଛି। ତିର୍ତ୍ତୋଲ ଥାନା ଗୋପାଳପୁର ପଞ୍ଚାୟତ...

ମୁଖ୍ୟ ଚିକିତ୍ସାଳୟରେ ଗୁଡ ସାମାରିଟାନ୍‌ ରେଜିଷ୍ଟର ଉଭାନ; ସହାୟତାକାରୀଙ୍କୁ କର୍ତ୍ତୃପକ୍ଷଙ୍କ ଅଣଦେଖା

ଅନୁଗୋଳ ଅଫିସ, ୧୦।୬: ଦୁର୍ଘଟଣାରେ ଆହତଙ୍କୁ ତ୍ୱରିତ ଚିକିତ୍ସା ପାଇଁ ମେଡିକାଲ ନେଲେ ମିଳିବ ପ୍ରୋତ୍ସାହନ ଓ ପୁରସ୍କାର। ପୋଲିସକୁ ମଧ୍ୟ ଏଥିପାଇଁ କୌଣସି କୈଫିୟତ ଦେବାକୁ...

ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଦାବି: ଅନଶନରେ କଂଗ୍ରେସ ନେତା

ବରଗଡ଼ ଅଫିସ,୧।୨: ବରଗଡ଼ର ପୁରୁଣା ମୁଖ୍ୟ ଚିକିତ୍ସାଳୟରେ ସମ୍ପୂର୍ଣ୍ଣ ସୁବିଧା ସହ ସିଟି ହସ୍ପିଟାଲ ଘୋଷଣା ଦାବିରେ ଶନିବାର ପୂର୍ବାହ୍ନ ୧୦ଟାରୁ କଂଗ୍ରେସ ୨୪ ଘଣ୍ଟିଆ...

ପ୍ରଥମ ଦିନରେ ଶାନ୍ତିସ୍ତୂପ ବୁଲିଲେ ୧୫୦୦ପର୍ଯ୍ୟଟକ

ପୁରୁଣା ଭୁବନେଶ୍ୱର,୧୮ା୧୦: (ଡି.ଏନ୍‌.ଏ.)କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୭ମାସ ହେଲା ବନ୍ଦ ଥିବା ଶାନ୍ତିସ୍ତୂପ ଧଉଳି ଶୁକ୍ରବାରଠାରୁ ଖୋଲାଯାଇଛି। ପ୍ରଥମ ଦିନରେ ପ୍ରାୟ ୩୦୦ ପର୍ଯ୍ୟଟକ...

Advertisement
Archives

Model This Week