ପୁଣି କଟକରୁ ନକଲି ସିମେଣ୍ଟ କାରଖାନା ଠାବ

କଟକ ଅଫିସ, ୨୩।୨: କଟକରୁ ମଙ୍ଗଳବାର ପୁଣି ନକଲି ସିମେଣ୍ଟ କାରଖାନା ଠାବ ହୋଇଛି। କମିଶନରେଟ ପୋଲିସ ନକଲି ସିମେଣ୍ଟ ଗୋଦାମ ଘରେ ଚଢ଼ାଉ କରି ବିପୁଳ ପରିମାଣର ଭେଜାଲ ସିମେଣ୍ଟ ଜବତ କରିଛି।
କଟକ ଜଗତପୁର ସ୍ଥିତ କେନ୍ଦ୍ରାପଡ଼ା-ଚାନ୍ଦବାଲି ରୋଡର ଖଇରା ବ୍ରିଜ ନିକଟରୁ ଏହି ନକଲି ସିମେଣ୍ଟ କାରଖାନା ଠାବ ହୋଇଛି । ଏଠାରେ ଅଲଟ୍ରାଟେକ ସିମେଣ୍ଟ ନାଁରେ ନକଲି କରାଖାନା କରି ବେଧଡ଼କ ବେପାର ଚାଲିଥିଲା । ବଜାରକୁ ଅପମିଶ୍ରିତ ସାମଗ୍ରୀ ମଧ୍ୟ ଛାଡୁଥିଲେ । ଖବର ପାଇବା ପରେ କମିଶନରେଟ ପୋଲିସ କଡ଼ା ନଜର ରଖିଥିଲା । ଏହି ପ୍ରରିପ୍ରେକ୍ଷୀରେ ମଙ୍ଗଳବାର କମିଶନରେଟ ପୋଲିସ ଚଢାଉ କରି ବିପୁଳ ପରିମାଣର ଭେଜାଲ ସିମେଣ୍ଟ ଠାବ କରିଛି । ତେବେ କମିଶନରେଟ ପୋଲିସର ଚଢାଉ ସମୟରେ କାରଖାନାର ମାଲିକ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ତେବେ ଛାନ୍‌ଭିନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା ହେଲାଣି ବିଜେଡିର...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri