ସମ୍ବଲପୁର,୪ା୧୦: ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ରେଡ୍। ହୋଇଛି। ଶୁକ୍ରବାର ଭୋର୍ ୪ଟାରୁ ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ ଏହି ଚଢ଼ାଉ କରାଯାଇଛି।
ପୋଲିସ ଫୋର୍ସ ସହ ସମ୍ବଲପୁର ଅତିରିକ୍ତ ଏସ୍ପି, ସଦର ଏସ୍ଡିପିଓ ସାମିଲ ହୋଇଛନ୍ତି। ବିପୁଳ ପରିମାଣର ଗୁଟ୍ଖା, ଖଇନି ସହ ଲାଇଟର ଜବତ ହୋଇଛି।

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...
ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...
ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...
ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...
ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...
ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...
ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...