ସନାତନ ମହାକୁଡ଼ଙ୍କ ଘରେ ଚଢ଼ାଉ

କେନ୍ଦୁଝର,୧୧ା୫(ସ୍ବ.ପ୍ର.): ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଗୁରୁବାର ଚଢ଼ାଉ ଚାଲିଥିବା ଜଣାପଡ଼ିଛି। କେନ୍ଦୁଝର, ଭୁବନେଶ୍ୱର ଏବଂ ପୈତୃକ ଗ୍ରାମ ନମ୍ବିରା ସହ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୨୦ ଜଣିଆ ଟିମ୍‌ ସାମିଲ ରହିଛନ୍ତି। ଏହି ଚଢାଉ ବେଳେ ପୋଲିସ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏନେଇ ଚଢାଉ କରୁଥିବା ଅଧିକାରୀମାନେ କିଛି କହୁ ନ ଥିବାରୁ ପ୍ରକୃତ ଘଟଣା ଜଣାପଡ଼ିନାହିଁ। ଚଢ଼ାଉରେ ତାଙ୍କର ଜଗତ ଜନନୀ ସେବା ଟ୍ରଷ୍ଟ, ଖଣି ଓ ପରିବହନ ସଂସ୍ଥା ବି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ କହିଥିଲି ମୁଁ ଗଲେ ମୋ ପୁଅକୁ ତଳକୁ ଓହ୍ଲାଇବ: ଏମିତି କହିଥିଲେ …

ଭୁବନେଶ୍ୱର,୨୧।୨: କିସ୍‌ ଛାତ୍ର ମୃତ୍ୟୁ ଘଟଣାରେ ତଦନ୍ତ ଦାବିକଲେ ଉକ୍ତ ଛାତ୍ରଙ୍କ ବାପା। ପୁଅର ମତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କଲେ ବାପା। ସେ କହିଛନ୍ତି, ୩…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

‘AI ଆସିଲେବି ମଣିଷର ସ୍ଥାନ ନେଇପାରିବନି ମେଶିନ’, ସିସ୍କୋ ଅଧିକାରୀ କହିଲେ କେମିତି ପରିବର୍ତ୍ତନ ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୧।୨: କର୍ପୋରେଟ ଜଗତ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ମେଶିନଗୁଡ଼ିକ ମଣିଷକୁ ବଦଳାଇବେ ବୋଲି ବଢୁଥିବା ଭୟ…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ ହତ୍ୟା, ଅଭିଯୋଗ ଆଣି ପୁଅ କହିଲେ ମୋ’ ବାପାଙ୍କୁ…

ଆନନ୍ଦପୁର/ବଞ୍ଚୋ,୨୧ା୨(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ଠିକା କାମରେ ଚାନ୍ଦା ନ ଦେବାରୁ ଠିକାଦାରଙ୍କୁ କିଛି ଅସାମାଜିକ ହତ୍ୟା କରିଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି।…

ନାବାଳିକାଙ୍କୁ ଗର୍ଭବତୀ କରିଥିଲେ ୭୦ ବର୍ଷର ବୃଦ୍ଧ: ମା’ ହେବା ପରେ ସିଲ୍‌ ହେଲା ଲକ୍ଷ୍ମୀ ହସ୍ପିଟାଲ

ଯାଜପୁରରୋଡ଼/ଧର୍ମଶାଳା,୨୧।୨(ପବିତ୍ର ରଞ୍ଜନ ମହାନ୍ତି/ଶିବ ପ୍ରସାଦ ମହାନ୍ତି): ନାବାଳିକା ପ୍ରସବ ଘଟଣାରେ ଜିଲା ପ୍ରଶାସନ ପକ୍ଷରୁ ଯାଜପୁର ରୋଡସ୍ଥିତ ଲକ୍ଷ୍ମୀ ହସ୍ପିଟାଲକୁ ଶନିବାର ସିଲ୍‌ କରାଯାଇଛି । ଏହା…

ଖରାପ ଫର୍ମ ପାଇଁ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରୁ ବାଦ ପଡିବେ ଅଭିଷେକ? କ୍ୟାପଟେନ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ରେ ଭାରତର ପ୍ରଥମ ମ୍ୟାଚ ରବିବାର, ଫେବୃଆରୀ ୨୨ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ। ଏହା ପୂର୍ବରୁ, ଶନିବାର ଏକ ସାମ୍ବାଦିକ…

୪ ମାସ ବିତିନି ପୁଣି ବାଣ ବିସ୍ଫୋରଣ: ଲୋକେ ଭୟଭୀତ

ବୌଦ୍ଧ,୨୧ା୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ପୁରୁଣା କଟକ ଥାନା ଜିଆକଟା ଗ୍ରାମରେ ବାଣ ବିସ୍ଫୋରଣ ଘଟଣାକୁ ୪ ମାସ ବିତି ନ ଥିବା ବେଳେ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri