ଅବକାରୀ ଜଏଣ୍ଟ କମିଶନରଙ୍କ ଘରେ ରେଡ୍‌

ଭୁବନେଶ୍ୱର,୨୯ା୭: ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ଶ୍ରୀ ମିଶ୍ରଙ୍କ ଘରେ ରେଡ୍‌ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍‌ ଚାଲିଥିବା ଜଣାପଡ଼ିଛି। ଏକାସାଙ୍ଗରେ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ ଚଲାଇଛି। ଭୁବନେଶ୍ୱର, ସୋନପୁର, ବଲାଙ୍ଗୀର ଘର ସମେତ ଅଫିସରେ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୧୦ ଡିଏସ୍‌ପି, ୧୫ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି।

ଚଢ଼ାଉ ଚାଲିଥିବାରୁ ସମ୍ପତ୍ତିର ଆକଳନ କରାଯାଇପାରିନାହିଁ। ପରେ ଏନେଇ ସବିଶେଷ ବିବରଣୀ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ମୋକିମଙ୍କ ରୁଦ୍ଧଦ୍ୱାର ବୈଠକ: ରାଜନୀତିରେ ହଲଚଲ, ଆସିପାରେ ନୂଆ…

ଧର୍ମଶାଳା,୨୩ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ କୁଆଖିଆ ସତ୍‌ସଙ୍ଗ ବିହାର ପରିସରରେ ଏକ ବନ୍ଧୁମିଳନ ଉତ୍ସବରେ କଟକ ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ...

ବିଶ୍ୱ ଆଗରେ ଏମିତି ମିଛ କହିଦେଲେ ଅସୀମ ମୁନିର: ନିଆଁବାଣ ଚାଇନା

ଇସଲାମାବାଦ୍‌,୨୩।୧୨:ପାକିସ୍ତାନର ପ୍ରତିରକ୍ଷା ବାହିନୀର ମୁଖ୍ୟ ଏବଂ ସେନା ମୁଖ୍ୟ ଅସୀମ ମୁନିର ଅପରେଶନ ସିନ୍ଦୂର ବିଷୟରେ ଚାଇନାକୁ ନେଇ ଏକ ବଡ଼ ଦାବି କରିଛନ୍ତି। ବିଶ୍ୱ...

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...

କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…

ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...

ଖ୍ରୀଷ୍ଟମାସ, ନୂଆବର୍ଷ ସେଲିବ୍ରେଶନ ପାଳନରେ ସାବଧାନ! ଏଥର ସାଦା ପୋଷାକରେ…

ଭୁବନେଶ୍ୱର,୨୩ା୧୨: ଖ୍ରୀଷ୍ଟମାସ ଓ ନୂଆବର୍ଷ ପାଇଁ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ଖ୍ରୀଷ୍ଟମାସ ଓ ନୂଆ ବର୍ଷ ପାଇଁ ଅଧିକ ୧୫ ପ୍ଲାଟୁନ ଫୋର୍ସ...

ନାବାଳିକା ବଳାତ୍କାର-ହତ୍ୟା ମାମଲାରେ ଟିଏମସି ନେତାଙ୍କୁ ୫ ବର୍ଷ ଜେଲ, ପୁଅଙ୍କୁ ଆଜୀବନ କାରାଦଣ୍ଡ

କୋଲକାତା,୨୩।୧୨: ସୋମବାର, ଡିସେମ୍ବର ୨୨, ୨୦୨୫ ରେ, କୋଲକାତାର ନାଦିଆରେ ହଂସଖାଲି ଗଣବଳାତ୍କାର ଏବଂ ହତ୍ୟା ମାମଲାରେ ରାଣାଘାଟ କୋର୍ଟ ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ...

‘ମୋଦିଙ୍କୁ ଗାଳି ଦେଇ ଦେଇ…’, ରାହୁଲ ଗାନ୍ଧୀଙ୍କୁ କାହିଁକି ପ୍ରେସିଡେଣ୍ଟ କହିଲେ ଗିରିରାଜ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୨୩।୧୨: ଭାଜପା କାର୍ଯ୍ୟକାରୀ ସଭାପତି ନୀତୀନ ନବୀନ ଆଜି (ଡିସେମ୍ବର ୨୩) ପ୍ରଥମ ଥର ପାଇଁ ପାଟନାରେ ପହଞ୍ଚୁଛନ୍ତି। ରାଜଧାନୀ ପାଟନା ସହିତ ନବୀନଙ୍କର ଗଭୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri