ଅବକାରୀ ଜଏଣ୍ଟ କମିଶନରଙ୍କ ଘରେ ରେଡ୍‌

ଭୁବନେଶ୍ୱର,୨୯ା୭: ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ଶ୍ରୀ ମିଶ୍ରଙ୍କ ଘରେ ରେଡ୍‌ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍‌ ଚାଲିଥିବା ଜଣାପଡ଼ିଛି। ଏକାସାଙ୍ଗରେ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ ଚଲାଇଛି। ଭୁବନେଶ୍ୱର, ସୋନପୁର, ବଲାଙ୍ଗୀର ଘର ସମେତ ଅଫିସରେ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୧୦ ଡିଏସ୍‌ପି, ୧୫ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି।

ଚଢ଼ାଉ ଚାଲିଥିବାରୁ ସମ୍ପତ୍ତିର ଆକଳନ କରାଯାଇପାରିନାହିଁ। ପରେ ଏନେଇ ସବିଶେଷ ବିବରଣୀ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ…

ମାତ୍ର ଗୋଟିଏ ମିନିଟରେ ଟିକେଟ ରେଜିଷ୍ଟ୍ରେଶନ ଶେଷ! IND vs WI ମ୍ୟାଚ ପାଇଁ ପ୍ରବଳ ଉତ୍ସାହ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଦିନିକିଆ (ODI) ସିରିଜ ପାଇଁ ପ୍ରଶଂସକମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି, କାରଣ ଏଥିରେ ରୋହିତ ଶର୍ମା…

‘ଏକ ଛୋଟ ସହରର ପୁଅର ସ୍ବପ୍ନ’… ଜାତୀୟ ପୁରସ୍କାର ଜିତିବା ପରେ ଭାବବିହ୍ବଳ ହେଲେ କାର୍ତ୍ତିକ ଆର୍ଯ୍ୟନ; ଲେଖିଲେ ହୃଦୟସ୍ପର୍ଶୀ ପୋଷ୍ଟ

ମୁମ୍ବାଇ: ଗୁଜୁରାଟରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଥିଲା, ଯେଉଁଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବିଜେତାମାନଙ୍କୁ ସମ୍ମାନିତ କରିଥିଲେ। ଏହି ସମ୍ମାନ ପାଇଥିବା ବ୍ୟକ୍ତିବିଶେଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?