କଳାବଜାର ରୋକିବାକୁ ଗୋଦାମରେ ଚଢ଼ାଉ

ବାଲେଶ୍ୱର ଅଫିସ, ୮।୫: ବାଲେଶ୍ୱର ଜିଲାରେ ବାତ୍ୟା ଆଶଙ୍କାକୁ ନେଇ ଖାଦ୍ୟ ସାମଗ୍ରୀରେ କଳାବଜାରି ଆରମ୍ଭ ହୋଇଛି। ଶନିବାର ଜିଲା ଯୋଗାଣ ବିଭାଗ ପକ୍ଷରୁ ସହରର ନୂଆବଜାର, ଫାଣ୍ଡି ଛକ, ମୋତିଗଞ୍ଜ ସମେତ ବହୁ ଆଳୁ ଗୋଦାମ ଉପରେ ଚଢ଼ାଉ କରାଯାଇଛି। ସହର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଥିବା ବେଳେ ଦରଦାମ୍‌ ନିୟନ୍ତ୍ରଣ ନେଇ ବ୍ୟବସାୟୀମାନଙ୍କୁ ତାଗିଦ୍‌ କରାଯାଇଛି। ତେବେ ସମ୍ଭାବ୍ୟ ବାତ୍ୟା ସ୍ଥିତିକୁ ନେଇ କେତେଜଣ ଅସାଧୁ ବ୍ୟବସାୟୀ ଅଧିକ ପରିମାଣର ସାମଗ୍ରୀ ଠୁଳ କରିବା ଓ ଦର ବୃଦ୍ଧି କରିବା ଆଶଙ୍କା କରି ବିଭାଗ ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା। ଶୁକ୍ରବାର ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ବାଲେଶ୍ୱର ଗସ୍ତରେ ଆସି କଳାବଜାରୀ ରୋକିବା ପାଇଁ ଜିଲା ଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଶନିବାର ବିଭିନ୍ନ ଆଳୁ ଗୋଦାମରେ ଚଢ଼ାଉ କରାଯାଇ ଆଳୁ ପିଆଜର ଠିକ୍‌ ଦର୍‌ଦାମ ବୋର୍ଡ଼ରେ ଉଲ୍ଲେଖ କରିବା ସହ ଗୋଦାମ ମାଲିକମାନେ ଖୁଚୁରା ଦୋକାନୀଙ୍କୁ ବିଲ୍‌ ଦେବା ପାଇଁ ଜିଲା ଯୋଗାଣ ବିଭାଗ ଅଧିକାରୀମାନେ ତାଗିଦ୍‌ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ଇଣ୍ଡିଆନ ଆଇଡଲ୍‌ -୧୬ ଫାଇନାଲରେ ଜ୍ୟୋତିର୍ମୟୀ: ମଙ୍ଗଳକାମନା କରି ଅଖଣ୍ଡ ଦୀପଦାନ

ନୀଳଗିରି, ୧୦।୨(ପ୍ରଶାନ୍ତ ବିଶ୍ୱାଳ):ସୋନି ଟିଭି ରିଆଲଟି ଶୋ ‘ଇଣ୍ଡିଆନ ଆଇଡଲ୍‌ -୧୬’ର ଫାଇନାଲ ରାଉଣ୍ଡରେ ପହଞ୍ଚତ୍ଛନ୍ତି ନୀଳଗିରି ମାଟିର ସୁନାଝିଅ ଜ୍ୟୋତିର୍ମୟୀ ନାୟକ। ବାଲେଶ୍ୱର ଜିଲା ନୀଳଗିରି…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ବିଶ୍ୱବିଦ୍ୟାଳୟ ଗେଷ୍ଟ ହାଉସରେ ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି

ବାଲେଶ୍ୱର, ୩।୨( ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି । ବିଶ୍ୱବିଦ୍ୟାଳୟକୁ ଏହା ତାଙ୍କର ପ୍ରଥମ ଗସ୍ତ ।…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri