Posted inଜାତୀୟ

ସତ୍ୟେନ୍ଦ୍ରଙ୍କ ଘରେ ଚଢ଼ାଉ, ମିଳିଲା ନଗଦ ୨.୮୨ କୋଟି ସହିତ ୧୩୩ ସୁନା ମୁଦ୍ରା…

ନୂଆଦିଲ୍ଲୀ, ୭।୬ : ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସମସ୍ୟା ପୁଣି ବଢ଼ିଛି। ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ସତ୍ୟେନ୍ଦ୍ର ଏବଂ ତାଙ୍କ ଘନିଷ୍ଠ ସହଯୋଗୀଙ୍କ ଘରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ାଉ ହୋଇ ବିପୁଳ ପରିମାଣର ନଗଦ ଟଙ୍କା ଓ ସୁନା ଜବତ କରାଯାଇଛି।

ସତ୍ୟେନ୍ଦ୍ର ଘରେ ହୋଇଥିବା ଦିନିକିଆ ଚଢ଼ାଉରେ୨.୮୨ କୋଟି ଟଙ୍କା ଏବଂ ୧୩୩ ସୁନା ମୁଦ୍ରା ଜବତ କରାଯାଇଛି ବୋଲି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ମଙ୍ଗଳବାର ସୂଚନା ପ୍ରଦାନ କରାଯାଇଛି। ଜବତ ହୋଇଥିବା ନଗଦ ଟଙ୍କା ଏବଂ ସୁନା କୌଣସି ଆୟର ଉତ୍ସ ସତ୍ୟେନ୍ଦ୍ର ପ୍ରକାଶ କରିପାରି ନାହାନ୍ତି ବୋଲି ଇଡି କହିଛି।

ଇଡି କହିଛି ଯେ ନଗଦ ଟଙ୍କା ଏବଂ ସୁନା ମୁଦ୍ରା ଏକ ଗୁପ୍ତ ସ୍ଥାନରେ ରଖାଯାଇଥିଳା। ସୁନା ମୁଦ୍ରାର ଓଜନ ୧.୮୦ କିଲୋଗ୍ରାମ ବୋଲି ଇଡ଼ି ପକ୍ଷରୁ ସୂଚପା ପ୍ରଦାନ କରାଯାଇଛି ଏହି ପ୍ରସଙ୍ଗରେ ଅଧିକ ଅନୁସନ୍ଧାନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ନୂଆଦିଲ୍ଲୀ,୧୬।୫: ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଦେଇଥିବା ଏକ ବିବାଦୀୟ…

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୬ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri