ବିଭିନ୍ନ ନର୍ସିଂହୋମରେ ଚଢାଉ

ବାଲେଶ୍ୱର ଅଫିସ, ୨୯ା୬-ବାଲେଶ୍ୱର ସହରରେ ଥିବା ବିଭିନ୍ନ ନର୍ସିଂହୋମରେ ରବିବାର ସ୍ବାସ୍ଥ୍ୟ ବିଭାଗର ୫ ଟିମ୍‌ ଚଢାଉ କରି କୋଭିଡ ନିୟମ ପାଳନ ହେଉଛି କି ନାହିଁ ତାହାର ତଦାରଖ କରିଥିଲେ। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଦୁଲାଲସେନ ଜଗଦେଙ୍କ ନେତୃତ୍ୱରେ ଏହି ଟିମ୍‌ ଯାଞ୍ଚ କରିଥିଲେ। ସିଡିଏମଓଙ୍କ ସମେତ ମାଜିଷ୍ଟ୍ରେଟ ଭାବେ ଅତିରିକ୍ତ ତହସିଲଦାର, ଡ଼ିଏସ୍‌ପି ଓ ଜିଲା କୋଭିଡ ଇନଚାର୍ଜ ସାମିଲ ଥିଲେ। ପ୍ରଥମ ଦିନରେ ୩ଟି ନର୍ସିଂହୋମରେ ଯାଞ୍ଚ କରାଯାଇଛି। ଏଭଳି ଯାଞ୍ଚ ଆଗାମୀ ୭ଦିନ ପର୍ଯ୍ୟନ୍ତ ଚାଲିବା ସହିତ ମେଡିକାଲ ଟିମ୍‌ ଗଠନ କରାଯାଇ ତାଲିମ ପ୍ରଦାନ କରାଯିବ ବୋଲି ସିଡିଏମ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବହଳଦା,୧୫।୬((ଡି.ଏନ୍‌.ଏ): ରଜ ନେଇ ସମସ୍ତେ ବ୍ୟସ୍ତ ଥିବାବେଳେ ମୟୂରଭଞ୍ଜ ଜିଲା ସୀମାନ୍ତ ତିରିଙ୍ଗ ଥାନା ଅନ୍ତର୍ଗତ ଗୀତିଲତା ଗାଁ ମୁଣ୍ଡ ଏକ ଗଛରୁ ପୋଲିସ ସୋମବାର...

ହିଙ୍ଗୁଳାଙ୍କ ହୁଣ୍ଡିରୁ ମିଳିଲା ୩.୬୨ ଲକ୍ଷ

ତାଳଚେର, ୩ା୨(ନି.ପ୍ର.) ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ଗୋପାଳପ୍ରସାଦସ୍ଥିତ ପୀଠରେ ଥିବା ହୁଣ୍ଡିଗୁଡିକୁ ଶନିବାର ଖୋଲା ଯାଇଥିଲା। ଟ୍ରଷ୍ଟବୋର୍ଡ ସଦସ୍ୟ ମୁରଲୀଧର ସାହୁ, ସନ୍ତୋଷ କୁମାର...

ଥଣ୍ଡାରେ ଠିଆହେଲେ ସ୍କୁଲ ପିଲା; ଇନ୍ଧନ ସଂରକ୍ଷଣ ସଚେତନତା ରାଲି

ଫୁଲବାଣୀ ଅଫିସ, ୩ା୨-ଆଇଓସିଏଲ୍‌ (ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ) ପକ୍ଷରୁ ଇନ୍ଧନ ସଂରକ୍ଷଣ ସଚେତନତା ରାଲି ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପାଖରେ ଏହାର...

ଭୋଜି ବାହାନାରେ ଜୁଆ ଆଡ୍ଡା, ୩ ଗିରଫ: କାର, ବାଇକ ସମେତ ୯୨,୪୫୦ ଟଙ୍କା ଜବତ

ଦିଗପହଣ୍ଡି,୧୪ା୧୧(ଡି.ଏନ.ଏ.)-ଦିଗପହଣ୍ଡି ପୋଲିସ ଗୁରୁବାର ଆନ୍ଧ୍ରପ୍ରଦେଶ ଇଚ୍ଛାପୁରର ପି. ପ୍ରବିନ କୁମାର, ଗୋଳନ୍ତରା ଥାନା ପନାଡ ଗ୍ରାମର ଦିବାକର ଗୌଡ, ବ୍ରହ୍ମପୁର ବଡ ବଜାର ଥାନା ଫାଷ୍ଟଗେଟ...

ଚେତି ଶୁଇଛେ ବିଭାଗ: ଗାଁ ମଝିରେ ବିପଦ୍‌ ଅବସ୍‌ତାରେ ବିଦ୍ୟୁତ୍‌ ଖୁଁଟା

ବିନିକା,୧୩ା୫(ଡି.ଏନ୍‌.ଏ):  ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ପଁଚେତ୍‌ ଅଧୀନ ଝାରକଦଲିପାଲି ଗାଁ। ଗାଁର ଲୋକ୍‌ ସଂଖ୍ୟା ୧୨ଶହରୁ ଅଧ୍‌କା। ଗାଁର ମୁଖିଆ ରାସ୍‌ତା ମଝିରେ...

ଗଣ୍ଡାବାଜା କଳାକାରଙ୍କୁ କରୋନା ମାଡ଼

ଲାଠୋର,୨୩।୪ (ଡି.ଏନ.ଏ.): କରୋନା ମୁକାବିଳା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ ଡାଉନ୍‌ ଘୋଷଣା କରଛନ୍ତି। ଏହାଦ୍ୱାରା ସବୁ କ୍ଷେତ୍ର ପ୍ରଭାବିତ ହୋଇଛି।...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିପାରିବେ ପ୍ରବାସୀ ଗର୍ଭବତୀ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୬।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ସୁରଟ, କେରଳରୁ ପ୍ରବାସୀମାନେ ଆସିବାରେ ଲାଗିଛନ୍ତି। ଏହି ପ୍ରବାସୀମାନଙ୍କ ମଧ୍ୟରେ କେତେକ ଗର୍ଭବତୀ ରହିଥିବା ଦେଖାଯାଇଛି। ଆବଶ୍ୟକ ହେଲେ କ୍ୱାରାଣ୍ଟାଇନ...

କମୁନି ଝିଅବୋହୂଙ୍କୁ ଶାରିରୀକ ନିର୍ଯାତନା: ପ୍ରହସନ ପାଲଟିଛି ଆତ୍ମରକ୍ଷା କୌଶଳ ତାଲିମ

ଯାଜପୁର ଅଫିସ,୨୮।୯: ରାଜ୍ୟ ଯୁବ ନୀତି (ଷ୍ଟେଟ ୟୁଥ୍‌ ପଲିସି)-୨୦୧୩ ଅନୁଯାୟୀ କଲେଜ ଛାତ୍ରୀଙ୍କୁ ଆମତ୍ରକ୍ଷା କୌଶଳ ତାଲିମ କାର୍ଯ୍ୟକ୍ରମ ପ୍ରଣୀତ ହୋଇଛି। ଉଚ୍ଚଶିକ୍ଷା ବିଭାଗ...

Play 250+ Trending Games
Archives

Model This Week

Why Dharitri