ମଦ ବ୍ୟବସାୟୀଙ୍କ ଘରେ ଜାରି ରହିଛି ଚଢ଼ାଉ: ମିଳୁଛି ପୁଳାପୁଳା ଟଙ୍କା

ଅନୁଗୋଳ,୨୧ା୩: ଅନୁଗୋଳର ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଆୟକର ବିଭାଗର ବଡ଼ ଧରଣର ରେଡ୍‌ ଜାରି ରହିଛି। ଶୁକ୍ରବାର ଦ୍ବିତୀୟ ଦିନରେ ଚଢ଼ାଉ ବେଳେ ଆୟକର ବିଭାଗର ଅଧିକାରୀମାନେ ବିଭିନ୍ନ ସ୍ଥାନରୁ ପୁଳାପୁଳା ଟଙ୍କା ଜବତ କରିଥିବା ସୂଚନା ମିଳିଛି। ଏପରିକି ଗୋଟିଏ ସ୍ଥାନରୁ ୭କୋଟି ଟଙ୍କା ଜବତ କରାଯାଇଛି। ଆୟକର ବିଭାଗର ଅଧିକାରୀମାନେ ୧୫ଟି ସ୍ଥାନରେ ଏହି ଚଢାଉ ଜାରି ରଖିଛନ୍ତି।

ସୂଚନା ଯୋଗ୍ୟ, ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ବିଭିନ୍ନ ପ୍ରତିଷ୍ଠାନ ଉପରେ ଗୁରୁବାର ଆୟକର ବିଭାଗର ୯ ଜଣିଆ ଟିମ ଚଢ଼ାଉ କରିଥିଲା। ଏହି ଚଡାଉ ଅନୁଗୋଳ ସମେତ ତାଳଚେର, କାମାକ୍ଷାନଗର, ପୁରୀ ଏବଂ ଭୁବନେଶ୍ବରରେ ହୋଇଥଲା। ଏପରିକି ପାରଳାଖେମୁଣ୍ଡିର ୩ଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ରେଡ କରାଯାଇଥିଲା।

ଅନୁଗୋଳରେ ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଆୟକର ରେଡ ଜାରି। ଆଜି ବି ଦ୍ବିତୀୟ ଦିନରେ ଚଢ଼ାଉ ଚାଲିଛି। ମୋଟ ୧୫ଟି ସ୍ଥାନରେ ରେଡ କରୁଛି ଆଇଟି ଟିମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଲିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

LPG ଏବଂ PNG ର ଏକ୍ସପାଏରୀ ଡେଟ୍‌ ଅଛି କି? ଜାଣନ୍ତୁ କେମିତି କରିବେ ଚେକ୍‌…

ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଇନ୍ଧନ ଯୋଗାଣ ନେଇ ଚିନ୍ତା ମଧ୍ୟରେ, ଭାରତର ଅନେକ ପରିବାର LPG ସିଲିଣ୍ଡର ପ୍ରତି ଅଧିକ ଧ୍ୟାନ ଦେଉଛନ୍ତି। ଏହା PNG…

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri