ପଜିଟିଭ୍‌ ଚିହ୍ନଟ ପରେ ସାନିଟାଇଜ ହେଲା ରାଇକିଆ

ରାଇକିଆ,୧୧ା୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ସହରରୁ ଶୁକ୍ରବାର ୨ଜଣ ପଜିଟିଭ୍‌ ଚିହ୍ନଟ ପରେ ଶନିବାର ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଲୋକାଲ କେସ ହୋଇଥିବାରୁ ରାଇକିଆ ସମେତ ୧୩ଟି ଗ୍ରାମକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ବିଭିନ୍ନ ସ୍ଥାନରେ ବ୍ୟାରିକେଟ୍‌ କରାଯାଇ ଲୋକଙ୍କ ଗତିବିଧି ଉପରେ ରୋକ ଲଗାଯାଇଛି। ଭାଇରସ୍‌ ମୁକ୍ତ କରିବା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଶନିବାର ରାଇକିଆର ବିଭିନ୍ନ ସ୍ଥାନ ସାଇଟାଇଜ୍‌ କରଯାଉଛି। ପ୍ରଥମ ପଦକ୍ଷେପ ସ୍ବରୂପ ରାଇକିଆ ମୁଖ୍ୟ ରାସ୍ତାରେ ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ୍‌ କରାଯାଇଛି। ବିଭିନ୍ନ କାର୍ଯ୍ୟାଳୟ ସମେତ ପ୍ରମୁଖ ଛକ, ଏଟିଏମ୍‌ଗୁଡ଼ିକୁ ମଧ୍ୟ ସାନିଟାଇଜ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ପଜିଟିଭ୍‌ ଭିତରୁ ନାଲ୍‌କୋରୁ ୬

ଅନୁଗୋଳ ଅଫିସ୍‌/ବଅଁରପାଳ,  ୫।୭:  ଅନୁଗୋଳରେ ଶନିବାର ଆଉ ୧୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ ଜଣ କ୍ବାରାଣ୍ଟାଇନ୍‌ ସେଣ୍ଟରରୁ ହୋଇଥିବାବେଳେ...

ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବହଳଦା,୧୫।୬((ଡି.ଏନ୍‌.ଏ): ରଜ ନେଇ ସମସ୍ତେ ବ୍ୟସ୍ତ ଥିବାବେଳେ ମୟୂରଭଞ୍ଜ ଜିଲା ସୀମାନ୍ତ ତିରିଙ୍ଗ ଥାନା ଅନ୍ତର୍ଗତ ଗୀତିଲତା ଗାଁ ମୁଣ୍ଡ ଏକ ଗଛରୁ ପୋଲିସ ସୋମବାର...

ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ :ମୃତଦେହ ରଖିବାକୁ ନୂଆ ଫ୍ରିଜର, ଜେନେରେଟର ପ୍ରସ୍ତାବ

ଛତ୍ରପୁର,୨୪ା୯(ଡି.ଏନ.ଏ) -ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ ସୋମବାର ସନ୍ଧ୍ୟାରେ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଛତ୍ରପୁର ହସ୍ପିଟାଲରେ ଚାଲିଥିବା ବିଭିନ୍ନ କୋଠା...

ଓଏଏସ୍‌ ପରୀକ୍ଷାରେ ୧୫୨ ର଼୍ୟାଙ୍କ୍‌:ଗୀତୁ ବଢ଼ାଇଲେ ଗୌରବ

ଢେଙ୍କାନାଳ ଅଫିସ, ୧୨।୧ ନିକଟରେ ପ୍ରକାଶିତ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ୧୫୨ ର଼୍ୟାଙ୍କ୍‌ ରଖି ଢେଙ୍କାନାଳ ଜିଲାର ଗୌରବ ବଢ଼ାଇଛନ୍ତି ସ୍ଥାନୀୟ କାରିଗର...

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା: ଭିଜିଲାନ୍ସରେ ଅଭିଯୋଗ କଲେ ଜଗନ୍ନାଥ ସେନା

ପୁରୀ ଅଫିସ,୭।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଘରୋଇ ବ୍ୟାଙ୍କରେ ଜମା ରଖାଯିବାକୁ ବିରୋଧ କରିଛି ଶ୍ରୀଜଗନ୍ନାଥ ସେନା। ଶନିବାର ସେନା ପକ୍ଷରୁ ପୁରୀ...

ସ୍ବତନ୍ତ୍ର ନବମ ଇଣ୍ଡିଆ ରିଜର୍ଭ ବାଟାଲିୟନ ପକ୍ଷରୁ ସ୍ବାସ୍ଥ୍ୟ ଶିବିର: ୨ ଶହ ଲୋକଙ୍କୁ ଚିକିତ୍ସା କରାଗଲା

ଜୁନାଗଡ,୩୧।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଜାରିଙ୍ଗ ମେଡିକାଲ କଲେଜ ପରିସରରେ ଶୁକ୍ରବାର ଏକ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲା ସ୍ବତନ୍ତ୍ର ନବମ...

ସିଡିଏମଓଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ଭାଜପାର ବନ୍ଦପାଳନ

ସୁନ୍ଦରଗଡ଼,୧୪।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଭାରପ୍ରାପ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିଲମ୍ବନ ଆଦେଶକୁ ବିରୋଧ କରି ସୋମବାର ଜିଲା ଭାଜପା ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି।...

ଉପସ୍ଥାନକୁ ନେଇ ପୌର କାର୍ଯ୍ୟାଳୟରେ ବିବାଦ

ଅନୁଗୋଳ ଅଫିସ, ୧୭।୮ – ଅନୁଗୋଳ ପୌରପାଳିକାରେ ସ୍ବାଧୀନତା ଦିବସ ପାଳନ ପୂର୍ବରୁ କର୍ମଚାରୀଙ୍କ ଉପସ୍ଥାନ ନେଇ ଏକ ବିବାଦୀୟ ସ୍ଥିତି ଉପୁଜିଥିଲା। ପୌର ନିର୍ବାହୀ...

Play 250+ Trending Games
Archives

Model This Week

Why Dharitri