Posted inଜାତୀୟ

ହାତୀ ମୃତ୍ୟୁ ରୋକିବାକୁ ଏଆଇ ଜଗିବ ରେଳ ଧାରଣା

ନୂଆଦିଲ୍ଲୀ,୭।୯: ଟ୍ରେନ ଦୁର୍ଘଟଣା କାରଣରୁ ଘଟୁଥିବା ହାତୀ ମୃତ୍ୟୁକୁ ରୋକିବା ଲାଗି ରେଳ ବିଭାଗ ନୂଆ ଯୋଜନା କରିଛି। ଉତ୍ତର ପୂର୍ବ ମଧ୍ୟ ରେଳ ଜୋନ୍‌ ଅଧୀନରେ ଥିବା ୧୧ଟି ହାତୀ କରିଡରରେ ବର୍ତ୍ତମାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଦ୍ୱାରା ପରିଚାଳିତ ଅନୁପ୍ରବେଶ ଚିହ୍ନଟ ପ୍ରଣାଳୀ (ଆଇଡିଏସ୍‌) ବ୍ୟବହାର କରାଯିବ।

ଏହାକୁ ୨୦୨୨ ଡିସେମ୍ବରରେ ପ୍ରଥମଥର ଲାଗି ଆଲିପୁରଦୁଆର ଡିଭିଜନରେ ଆରମ୍ଭ କରାଯାଇଥିଲା। ଉତ୍ତର ପୂର୍ବ ମଧ୍ୟ ରେଳପଥର ସୂଚନା ଅନୁସାରେ ଆଇଡିଏସ୍‌ ପ୍ରଣାଳୀ ଆରମ୍ଭ ହେବାର ୮ ମାସ(ଡିସେମ୍ବର ୨୦୨୨ରୁ ଜୁଲାଇ ୨୦୨୩) ମଧ୍ୟରେ ୯,୭୬୮ ଥର ସତର୍କ ସୂଚନା ମିଳିଛି। ହାତୀଙ୍କ ପାଦ ଚିହ୍ନ ରେଳ ଧାରଣା ପାର୍ଶ୍ୱରେ ପଡ଼ିଥାଏ। ଫଳରେ ଏହି ଆଇଡିଏସ୍‌, ହାତୀ ରେଳଧାରଣା ପାର କରିବା ପୂର୍ବରୁ ଷ୍ଟେଶନ ମାଷ୍ଟର, ଟ୍ରେନ ଡ୍ରାଇଭର ଏବଂ ଅନ୍ୟ କର୍ମଚାରୀଙ୍କୁ ସତର୍କ କରାଇ ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri