Posted inଜାତୀୟ

ଏସ୍‌ପି ପତାକା ରଙ୍ଗରେ ରଙ୍ଗେଇଲା ରେଲଓ୍ବେ ହସ୍ପିଟାଲ ଶୌଚାଳୟ: ତେଜିଲା ଅସନ୍ତୋଷ

ଗୋରଖପୁର, ୨୯।୧୦: ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି(ଏସ୍‌ପି)ର ପତାକା ରଙ୍ଗରେ ଗୋରଖପୁର ରେଲଓ୍ବେ ହସ୍ପିଟାଲର ଶୌଚାଳୟକୁ ରଙ୍ଗାଯାଇଛି। ଏହାର ଫଟୋ ଏବଂ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ସମାଜବାଦୀ ପାର୍ଟି ପକ୍ଷରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ପ୍ରଶ୍ନ କରାଯାଇଛି। ଯୋଗୀ ସରକାର ଜାଣିଶୁଣି ଏଭଳି କରିଥିବା ଟୁଇଟ୍‌ କରି ସମାଜବାଦୀ ପାର୍ଟି ପକ୍ଷରୁ କୁହାଯାଇଛି। ଏଭଳି ମନୋଭାବ ଗ୍ରହଣୀୟ ନୁହେଁ ବୋଲି ସମାଜବାଦୀ ପାର୍ଟି ପକ୍ଷରୁ କୁହାଯାଇଛି। ଏହାଦ୍ୱାରା ଗଣତନ୍ତ୍ରକୁ ଭାଜପା କଳଙ୍କିତ କରୁଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାର ଚମତ୍କାରୀ ଆୟୁର୍ବେଦ ଔଷଧ ନେବାକୁ ଲମ୍ବା ଲାଇନ୍‌…

ବିଶାଖାପଟ୍ଟନମ୍‌,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ...

ନିର୍ଭୟା ମାମଲା: ପଓ୍ବନ କୁମାର ଗୁପ୍ତାଙ୍କ ଆବେଦନର ଶୁଣାଣି ଆଜି

ନୂଆଦିଲ୍ଲୀ,୧୯।୧୨: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଗୁରୁବାର ସକାଳେ ଦିଲ୍ଲୀ ହାଇକୋର୍ଟ ଦୋଷୀ ପଓ୍ବନ କୁମାର ଗୁପ୍ତାଙ୍କ ଦ୍ୱାରା କରାଯାଇଥିବା ଆବେଦନର ଶୁଣାଣିକୁ...

ଧରାପଡ଼ିଲା ପାକିସ୍ତାନୀ ଡଙ୍ଗା: ୧୭୫ କୋଟିର ନିଶାଦ୍ରବ୍ୟ ଜବତ

ଅହମ୍ମଦାବାଦ୍‌,୬।୧: ଗୁଜରାଟ କଛ ନିକଟରେ ଏକ ପାକିସ୍ତାନୀ ଡଙ୍ଗା ଭାରତୀୟ ନୌସେନା ହାତରେ ଧରାପଡ଼ିଛି। ସେଥିରେ ୩୫ କିଲୋଗ୍ରାମ୍‌ ନିଶାଦ୍ରବ୍ୟ ବୋଝେଇ ହୋଇଥିଲା। ଏହାର ଆନୁମାନିକ...

‘ଫୁକ୍‌ରେ’ ଅଭିନେତା ଓଲାନୋକିଓଟନଙ୍କ ପରଲୋକ

ମୁମ୍ବାଇ ,୧୭ ।୧: ବଲିଉଡ୍ ଅଭିନେତା ଓଲାନୋକିଓଟନ ଗଲାଁବୋ ଲ୍ୟୁକସଙ୍କର ପରଲୋକ ହୋଇଛି । ସେ ବଲିଉଡ୍ ମୁଭି ‘ଫୁକ୍‌ରେ’ ଓ ‘ଫୁକ୍‌ରେ ରିଟର୍ନସ’ରେ ରୁଚା...

ଗୁରୁ ନାନକଙ୍କ ଜନ୍ମଦିବସ ପୂର୍ବରୁ ଖୋଲିବ କର୍ତାରପୁର କରିଡର

ନୂଆଦିଲ୍ଲୀ,୧୬।୧୧: ଆସନ୍ତା ୧୯ ତାରିଖରେ ପାଳିତ ହେବାକୁ ଯାଉଛି ଗୁରୁ ନାନକଙ୍କ ଜନ୍ମଦିବସ। ଏହି ଉପଲକ୍ଷେ ପାକିସ୍ତାନ ସଂଲଗ୍ନ କର୍ତାରପୁର କରିଡର ଖୋଲିବା ପାଇଁ ଶିଖ୍‌...

ତାଲିବାନ ବିରୋଧରେ ଭାରତ ଲଢ଼ିଲେ ପିଓକେ ପ୍ରସଙ୍ଗରେ ସହାୟତା ଯୋଗାଇବ ଆମେରିକା: ସୁବ୍ରମଣ୍ୟମ୍‌ ସ୍ବାମୀ

ନୂଆଦିଲ୍ଲୀ,୩୧।୮: ତାଲିବାନ ବିରୋଧରେ ଭାରତ ଲଢ଼ିଲେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ପ୍ରସଙ୍ଗରେ ଆମେରିକା ଆବଶ୍ୟକ ସହାୟତା କରିବ। ଏନେଇ ଭାଜପାର ବରିଷ୍ଠ ନେତା ସୁବ୍ରମଣ୍ୟମ୍‌ ସ୍ବାମୀ...

ଗୁଜରାଟରେ ଭାଜପାକୁ ସଫଳତା

ନୂଆଦିଲ୍ଲୀ, ୩ ।୩: ଗୁଜରାଟର ୮୧ ମ୍ୟୁନିସିପାଲିଟି, ୩୧ ଜିଲା ପଞ୍ଚାୟତ ଏବଂ ୨୩୧ ତାଲୁକ ପଞ୍ଚାୟତରେ ହୋଇଥିବା ନିର୍ବାଚନର ମଙ୍ଗଳବାର ଭୋଟଗଣନା କରାଯାଇଛି। ସମସ୍ତ...

ହାଫିଜ ସଇଦଙ୍କ ଭିଣୋଇଙ୍କଠାରୁ ମୁମ୍ବାଇ ଆକ୍ରମଣର ଅଭିଯୁକ୍ତଙ୍କ ପର୍ଯ୍ୟନ୍ତ ୧୮ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ସରକାର

ନୂଆଦିଲ୍ଲୀ,୨୭ ।୧୦: ଆତଙ୍କବାଦୀଙ୍କ ପ୍ରତି ଜିରୋ ଟଲରାନ୍ସ ନୀତି ପ୍ରତି ପ୍ରତିବଦ୍ଧତା ପ୍ରକାଶ କରି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ମଙ୍ଗଳବାର ୟୁଏପିଏ ଅଧିନିୟମ ଅନୁଯାୟୀ ୧୮ ଜଣଙ୍କୁ...

Advertisement
Archives

Model This Week