Posted inରାଜ୍ୟ

ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଏଯାବତ୍‌ ୨୩୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଭୟାନକ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଏଥିସହ ଉଦ୍ଧାର କାର୍ଯ୍ୟ ଏବଂ ଆହତମାନଙ୍କର ଚିକିତ୍ସା ବ୍ୟବସ୍ଥା ନେଇ ସେ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ଏହା ବଡ ଟ୍ରେନ ଦୁର୍ଘଟଣା। ରେଳବାଇ, ଏନଡିଆରଏଫ, ଏସଡିଆରଏଫ ଏବଂ ରାଜ୍ୟ ସରକାର ଉଦ୍ଧାର କାର୍ଯ୍ୟ କରୁଛନ୍ତି। ସର୍ବୋତ୍ତମ ସମ୍ଭାବ୍ୟ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri