Posted inଜାତୀୟ

ଶତାବ୍ଦୀ ଏକ୍ସପ୍ରେସରେ ହଠାତ ପହଞ୍ଚିଲେ ରେଳମନ୍ତ୍ରୀ…

ନୂଆଦିଲ୍ଲୀ,୧୯।୩ : କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କ ବୁଦ୍ଧି ଏବଂ ସୋସିଆଲ ମିଡିଆ ପୋଷ୍ଟ ପାଇଁ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି। ଟେକ୍ନୋଲୋଜିର ବିଶେଷଜ୍ଞ ଅଶ୍ୱିନୀ ବୈଷ୍ଣବ ତାଙ୍କର ଅଭିନବ ଚିନ୍ତାଧାରା ସହିତ ଭାରତୀୟ ରେଳବାଇକୁ ଉନ୍ନତ ଏବଂ ସ୍ମାର୍ଟ କରିବାରେ ନିୟୋଜିତ ଅଛନ୍ତି। ଏଥିପାଇଁ ସେ ଟ୍ରେନରେ ଯାତ୍ରା କରି ସାଧାରଣ ଲୋକଙ୍କଠାରୁ ମତାମତ ନେଉଛନ୍ତି। ରବିବାର ମଧ୍ୟ ସମାନ ଘଟଣା ଘଟିଛି। ରେଳମନ୍ତ୍ରୀ ହଠାତ ନୂଆଦିଲ୍ଲୀ-ଅଜମେର ଶତାବ୍ଦୀ ଏକ୍ସପ୍ରେସରେ ପହଞ୍ଚିଛନ୍ତି। ସେ ଯାତ୍ରୀମାନଙ୍କଠାରୁ ମତାମତ ମଧ୍ୟ ନେଇଥିଲେ।

ଗଣମାଧ୍ୟମ ସହ କଥାବାର୍ତ୍ତା କରି ରେଳ ମନ୍ତ୍ରୀ କହିଛନ୍ତି, ’ରେଳବାଇ ବିଷୟରେ ଯାତ୍ରୀମାନେ ସକାରାତ୍ମକ ମତାମତ ଦେଇଛନ୍ତି। ଟ୍ରେନ ଗୁଡିକ ପୂର୍ବ ଅପେକ୍ଷା ଅଧିକ ପରିଷ୍କାର, ସମୟ ଆସୁଛିଏବଂ ପ୍ଲାଟଫର୍ମଗୁଡିକ ମଧ୍ୟ ସଫା ଅଛି। ଏହି ମାର୍ଗରେ ଦୁଇଟି ପଦକ୍ଷେପ ନିଆଯିବ। ପ୍ରଥମ ଟ୍ରାକରେ କିଛି ପରିବର୍ତ୍ତନ କରି ଏହି ମାର୍ଗରେ ଟ୍ରେନର ଗତି ବୃଦ୍ଧି କରାଯାଉଛି। ଦ୍ୱିତୀୟତଃ, ପରୀକ୍ଷା ପରେ ଖୁବ ଶୀଘ୍ର ଏହି ଟ୍ରାକରେ ଦିଲ୍ଲୀ-ଜୟପୁର ମଧ୍ୟରେ ବନ୍ଦେ ଭାରତ ଟ୍ରେନ ଚଳାଚଳ କରିବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri