ବଜେଟ୍‌କୁ ନେଇ ରେଳ ମନ୍ତ୍ରୀଙ୍କ ସୂଚନା: ଓଡ଼ିଶାକୁ ମିଳିବ ବଡ଼ ଫାଇଦା, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୨।୨: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏକ ପ୍ରେସମିଟ୍‌ କରି ବଡ଼ ସୂଚନା ଦେଇଛନ୍ତି। ରେଳ ମନ୍ତ୍ରୀ କହିଛନ୍ତି, ବଜେଟ୍‌ରେ ଓଡ଼ିଶା ପାଇଁ ୧୦ ହଜାର ୯୨୮ କୋଟି ଟଙ୍କା ରହିଛି।ଇଷ୍ଟ- ୱେଷ୍ଟ କରିଡରରୁ ଓଡ଼ିଶାକୁ ବଡ଼ ଫାଇଦା ମିଳିବ। ଇଷ୍ଟ- ୱେଷ୍ଟ କରିଡର ଓଡ଼ିଶା ଦେଇ ଛତିଶଗଡ଼, ମହାରାଷ୍ଟ୍ର, ଗୁଜରାଟ ଯିବ। ଓଡ଼ିଶାର ଶିଳ୍ପ ବିକାଶରେ ଇଷ୍ଟ- ୱେଷ୍ଟ କରିଡର ବଡ଼ ଭୂମିକା ନିଭାଇବ।ଗତ ୧୧ ବର୍ଷରେ ଓଡ଼ିଶାରେ ୨ ହଜାର ୨ ଶହ କିମି ନୂଆ ଟ୍ରାକ ତିଆରି ହୋଇଛି। ଯାହା ସମଗ୍ର ମାଲେସିଆରେ ଥିବା ଟ୍ରେନ ଟ୍ରାକ୍‌ଠାରୁ ଅଧିକ ବୋଲି ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ମଧ୍ୟ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଡବଲ ଇଞ୍ଜିନ ସରକାର ବେଶ ଭଲ କାମ କରୁଛି ବୋଲି ରେଳ ମନ୍ତ୍ରୀ କହିଛନ୍ତି।

ରବିବାର ବଜେଟ୍‌ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଛନ୍ତି ଯେ, ଦେଶରେ ୭ଟି ହାଇସ୍ପିଡ ରେଲୱେ କରିଡର ନିର୍ମାଣ ହେବ। ବାରଣାସୀ-ସିଲିଗୁଡ଼ି, ଦିଲ୍ଲୀ-ବାରଣାସୀ, ମୁମ୍ବାଇ-ପୁନେ, ବେଙ୍ଗାଲୁର-ଚେନ୍ନାଇ, ପୁନେ- ହାଇଦ୍ରାବାଦ, ହାଇଦ୍ରାବାଦ-ବେଙ୍ଗାଲୁର, ହାଇଦ୍ରାବାଦ-ଚେନ୍ନାଇ ହାଇସ୍ପିଡ ରେଲୱେ କରିଡର ହେବ। ଛୋଟ ସହରରେ ତୀର୍ଥସ୍ଥଳକୁ ବିକଶିତ କରାଯିବ।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri