ଗୋଟିଏ ରେଲ୍‌ୱେ ଓଭରବ୍ରିଜ୍‌ ଦୁଇଥର ଉଦ୍‌ଘାଟିତ

ଜଳେଶ୍ୱର, ୧୩।୧(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଚାଲନ୍ତିଠାରେ ଶୁକ୍ରବାର ଇସ୍ପାତ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏବଂ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ରଙ୍କ ଦ୍ୱାରା ରେଲୱେ ଓଭର୍‌ବ୍ରିଜ ଉଦ୍‌ଘାଟିତ ହୋଇଛି।
୨୦୧୭ମସିହାରୁ ୬୨,୫୨କୋଟି ବ୍ୟୟରେ ରେଳଧାରଣା ଉପରେ ଓଭରବ୍ରିଜ୍‌ର କାର୍ଯ୍ୟ ୮ମାସ ତଳେ ଶେଷ ହୋଇଥିଲା। ୨୦୨୩ ଏପ୍ରିଲରେ ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଦ୍ୱାରା ଉଦ୍‌ଘାଟନ କରାଯାଇଥିଲା। ତେବେ ୮ ମାସର ବ୍ୟବଧାନ ପରେ ପୁଣି ଉଦ୍‌ଘାଟନକୁ ନେଇ ଚର୍ଚ୍ଚା ଲାଗିରହିଛି। ଅନ୍ୟମାନଙ୍କ ମଧ୍ୟରେ ଜିଲା ପରିଷଦ ଉପାଧ୍ୟକ୍ଷା ଅନୁସୂୟା ପ୍ରଧାନ, ବ୍ଲକ ଅଧ୍ୟକ୍ଷ ମାନସ କୁମାର ଜେନା, ଉପାଧ୍ୟକ୍ଷା ସଞ୍ଚତ୍ତା ସେନାପତି, ମ୍ୟୁନିସିପାଲିଟି ଅଧ୍ୟକ୍ଷ ପ୍ରତୀପ କୁମାର ପ୍ରଧାନ, ମହମ୍ମଦନଗର ପାଟଣା ପଞ୍ଚାୟତ ସରପଞ୍ଚ ଅରୁଣ ସେନାପତି ଏବଂ ସଭ୍ୟ ସୁଚିତ୍ରା ଦାସ, ଜଳେଶ୍ୱର ବ୍ଲକ ବିଜେଡି ସଭାପତି ଦିଲୀପ ସାମଲ ଓ ସଂସ୍କୃତି ମନ୍ତ୍ରୀଙ୍କ ଜଳେଶ୍ୱର ପ୍ରତିନିଧି ବ୍ରିଜେଶ ରଣା କଳମା ପଞ୍ଚାୟତର ସରପଞ୍ଚ ସୁବିନିତା ଦତ୍ତ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ତପନ ଦାସଙ୍କ ସମେତ ବହୁ ବିଜେଡି କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri