ଦଶମ ପାସ୍‌ ପିଲାଙ୍କ ପାଇଁ ରେଲଓ୍ବେରେ ନିଯୁକ୍ତି ସୁଯୋଗ, ଏମିତି କରନ୍ତୁ ଆବେଦନ

ନୂଆଦିଲ୍ଲୀ,୬।୧: ଯେଉଁମାନେ ରେଳବାଇରେ ଚାକିରି ପାଇଁ ସ୍ବପ୍ନ ଦେଖୁଛନ୍ତି,ତାଙ୍କ ପାଇଁ ଖୁସି ଖବର ଆସିଛି। ଦଶମ ଏବଂ ଆଇଟିଆଇ ପାସ ଯୁବକମାନଙ୍କ ପାଇଁ ଦକ୍ଷିଣ କେନ୍ଦ୍ରୀୟ ରେଳ ଏକ ଭଲ ସୁଯୋଗ ଆଣିଛି। ଆପ୍ରେଣ୍ଟିସିପର ବମ୍ପର ପୋଷ୍ଟଗୁଡିକରେ ନିଯୁକ୍ତି ପାଇଁ ରେଳବାଇ ଏକ ବିଜ୍ଞପ୍ତି ଜାରି କରିଛି। ଏହି ନିଯୁକ୍ତି ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ପ୍ରାର୍ଥୀମାନେ ୨୭ ଜାନୁଆରୀ ୨୦୨୫ ପର୍ଯ୍ୟନ୍ତ ଆବେଦନ କରିପାରିବେ।

ଏହି ନିଯୁକ୍ତି ଅଭିଯାନ ମାଧ୍ୟମରେ ଦକ୍ଷିଣ କେନ୍ଦ୍ରୀୟ ରେଳବାଇରେ ମୋଟ ୪୨୩୨ ଆପ୍ରେଣ୍ଟିସିପ ପଦବୀ ନିଯୁକ୍ତ ହେବ । ପ୍ରାର୍ଥୀମାନେ ଧାର୍ଯ୍ୟ ତାରିଖ ମଧ୍ୟରେ ନିଯୁକ୍ତି ପାଇଁ ଆବେଦନ କରିବା ଉଚିତ୍‌। ଶେଷ ତାରିଖ ପରେ ପ୍ରାର୍ଥୀମାନେ ଆବେଦନ କରିବାର ସୁଯୋଗ ପାଇବେ ନାହିଁ । ଆବେଦନକାରୀ ପ୍ରାର୍ଥୀ ସର୍ବନିମ୍ନ ୫୦% ମାର୍କ ସହିତ ଦଶମ ଶ୍ରେଣୀ ପାସ କରିଥିବା ଆବଶ୍ୟକ। ଏଥିସହ ତାଙ୍କ ପାଖେ ITI ସାର୍ଟିଫିକେଟ ଥିବା ଆବଶ୍ୟକ ।
ଆବେଦନ କରୁଥିବା ପ୍ରାର୍ଥୀଙ୍କ ସର୍ବନିମ୍ନ ବୟସ ୧୫ ଏବଂ ସର୍ବାଧିକ ବୟସ ୨୪ ବର୍ଷ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାତା କଲମରେ ହେବ ନିଟ୍ ୟୁଜି ୨୦୨୫ ପରୀକ୍ଷା

ନୂଆଦିଲ୍ଲୀ,୧୬।୧: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଘୋଷଣା କରିଛି ଯେ ନ୍ୟାସନାଲ ଏଲିଜିବିଲିଟି-କମ୍-ଏଣ୍ଟ୍ରାନ୍ସ ଟେଷ୍ଟ ବା NEET (UG)-୨୦୨୫ ପେନ୍ ଆଣ୍ଡ୍ ପେପର୍ ମୋଡ୍ (OMR-ଆଧାରିତ)...

ଜାତୀୟ ଶିକ୍ଷା ନୀତି ପାଠ୍ୟକ୍ରମ ପ୍ରସ୍ତୁତ କରିବା ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ୱର, ୧୬।୧: ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ପରିସର ମଧ୍ୟରେ ରାଜ୍ୟ ପାଠ୍ୟକ୍ରମ ଢାଞ୍ଚା ବିକଶିତ କରିବା ପାଇଁ ଓଡ଼ିଶା ସରକାର ଗୁରୁବାର ଏକ...

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ଲାଗୁ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୫।୧: ଭାରତ ସରକାର ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି ୨୦୨୦ କୁ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା...

ୟୁଜିସି ଏନ୍‌ଇଟି ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୩।୧: ମକର ସଂକ୍ରାନ୍ତି ଏବଂ ପୋଙ୍ଗଲ ପାଇଁ ଆସନ୍ତା ୧୫ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)କୁ ସ୍ଥଗିତ ରଖାଯାଇଛି। ନ୍ୟାଶନାଲ...

ବମ୍ପର ନିଯୁକ୍ତି ସୁଯୋଗ: ସରକାରୀ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କଲା OSSSC

ଭୁବନେଶ୍ୱର,୧ା୧: ଯଦି ସରକାରୀ ବିଦ୍ୟାଳୟରେ ଶିକ୍ଷକ ହେବାର ସ୍ବପ୍ନ ଦେଖୁଛନ୍ତି ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC)...

NALCO ଆଣିଲା ୫୧୮ ପଦବୀରେ ନିଯୁକ୍ତି ସୁଯୋଗ: ଏହିଦିନ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୧ା୧୨: ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ (ନାଲକୋ), ନବରତ୍ନ ପିଏସୟୁ, ଅନୁଗୁଳରେ ଥିବା ଏସ ଆଣ୍ଡ ପି କଂପ୍ଲେକ୍ସ ଏବଂ ଦାମନଜୋଡିରେ ଏମ ଆଣ୍ଡ ଆର...

ବାୟୁସେନାରେ ଅଗ୍ନିବୀର ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି: ଯୁକ୍ତ ୨ ପାସ୍ କରିଥିଲେ ସୁବର୍ଣ୍ଣ ସୁଯୋଗ

ନୂଆଦିଲ୍ଲୀ,୧୮ା୧୨: ଭାରତୀୟ ସେନାରେ ଯୋଗଦେବାକୁ ଚାଁହୁଥିବା ଯୁବକ ଯୁବତୀଙ୍କ ପାଇଁ ଖୁସି ଖବର। ଭାରତୀୟ ବାୟୁସେନା (ଆଇଏଏଫ) ଅଗ୍ନିପଥ ଯୋଜନାରେ ଅଗ୍ନିବୀରବାୟୁ ୦୧/୨୦୨୬ ପାଇଁ ବିଜ୍ଞପ୍ତି...

୧୩,୭୩୫ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଆରମ୍ଭ: ଜାଣନ୍ତୁ ଯୋଗ୍ୟତା ଓ ସମୟସୀମା

ନୂଆଦିଲ୍ଲୀ,୧୮ା୧୨: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଏସବିଆଇ)ରେ ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଖୁସି ଖବର। ଏସବିଆଇ ଏକ ବମ୍ପର ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri