ରେଳଷ୍ଟେଶନର ନବୀକରଣ ନକ୍ସା: ମତ ଲୋଡ଼ିଲେ ରେଳମନ୍ତ୍ରୀ

କଟକ ଅଫିସ,୧୮ା୧୨: କଟକ ରେଳଷ୍ଟେଶନକୁ ଅତ୍ୟାଧୁନିକ କରିବା ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କଟକ ରେଳଷ୍ଟେଶନର ପ୍ରସ୍ତାବିତ ନକ୍ସାର ୪ଟି ଫଟୋ ତାଙ୍କ ଟୁଇଟର ଆକାଉଣ୍ଟରେ ଶନିବାର ପୋଷ୍ଟ କରିବା ସହ ମତ ଲୋଡ଼ିଛନ୍ତି। ଏହି ଫଟୋଗୁଡ଼ିକ ମଧ୍ୟରେ ବାରବାଟୀ ଦୁର୍ଗ ସଦୃଶ ମୁଖ୍ୟ ଫାଟକର ଏକ ପରିବର୍ତ୍ତିତ ରୂପ ପ୍ରକାଶିତ ହୋଇଛି। ଏଥିସହ ବିରାଟ ଯାତ୍ରୀ ପ୍ରତୀକ୍ଷାଳୟ, ଦ୍ୱିମହଲା ବିଶିଷ୍ଟ ଅଟ୍ଟାଳିକାରେ ଯାତ୍ରୀଙ୍କ ସୁବିଧା ସମେତ ଆଭ୍ୟନ୍ତରକୁ ସୁଦୃଶ୍ୟ ତଥା ଆକର୍ଷଣୀୟ କରିବାର ଯୋଜନା ପ୍ରତୀୟମାନ ହେଉଛି। ରେଳମନ୍ତ୍ରୀଙ୍କର ଏହି ଟୁଇଟ୍‌କୁ ବହୁ ଲୋକ କମେଣ୍ଟ ଜରିଆରେ ନିଜ ମତପ୍ରକାଶ କରୁଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଜାତୀୟ ପଞ୍ଚାୟତରାଜ ଦିବସ : ଅନ୍ତଦୋୟ ଗୃହ ଯୋଜନାରେ ୧୬୪ ହିତାଧିକାରୀଙ୍କୁ  କାର୍ଯ୍ୟାଦେଶ

ଦାରିଙ୍ଗବାଡ଼ି,୨୪।୪(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳିତ ହୋଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ନେତୃତ୍ୱ ରେ ମୁଖ୍ୟ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ ପ୍ରଧାନ,…

ଯୁବତୀଙ୍କ ସହ ଗଢ଼ି ଉଠିଲା ପ୍ରେମ ସମ୍ପର୍କ, ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର; OISF ଯବାନଙ୍କୁ ବାନ୍ଧିଲା…

ସୁନ୍ଦରଗଡ,୨୪।୪(ଜୟ ନାରାୟଣ ମେଣ୍ଡୁଳି): ବିବାହର ପ୍ରତଶ୍ରୁତି ଦେଇ ଜଣେ ଯୁବତୀଙ୍କୁ ବଳତ୍କାର କରିଥିବା ଅଭିଯୋଗରେ ସଦରଥାନା ପୋଲିସ ଏମ୍‌ସିଏଲ୍‌ରେ କାର୍ଯ୍ୟରତ ଓଡିଶା ଶିଳ୍ପାଞ୍ଚଳ ସୁରକ୍ଷା ପୋଲିସ (ଓଆଇଏସ୍‌ଏଫ୍‌)…

କୁଶପଡାରେ କ୍ରିକେଟ ଟୁର୍ନାମେଣ୍ଟ:   ମହାମାୟୀ ଟିମ୍ ଚାମ୍ପିୟନ 

ଦିଗପହଣ୍ଡି,୨୪|୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କୁଶପଡା ଗ୍ରାମ ଖେଳପଡିଆ ଠାରେ ଚାଲିଥିବା ଶ୍ରୀ ସିଦ୍ଧି ବିନାୟକ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି…

ଜାତୀୟ ପଞ୍ଚାୟତିରାଜ ଦିବସରେ ଥୁଆମୂଳ ରାମପୁରରେ ବଡ଼ ଆୟୋଜନ:କାର୍ଯ୍ୟାଦେଶ ବଣ୍ଟନ ସହ ଶ୍ରେଷ୍ଠ ପଞ୍ଚାୟତ ସମ୍ମାନିତ, ହେଲେ ଶେଷ ବେଳକୁ ଖାଲି ପଡ଼ିଥିଲା ଚେୟାର

ଥୁଆମୂଳରାମପୁର, ୨୪ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପ୍ରାଙ୍ଗଣରେ ଶୁକ୍ରବାର ସନ୍ଧ୍ୟାରେ ଜାତୀୟ ପଞ୍ଚାୟତିରାଜ ଦିବସ – ୨୦୨୬ ବ୍ଲକ ସ୍ତରୀୟ ସମାରୋହ…

ଦିଗପହଣ୍ଡିରେ ଜାତୀୟ ପଞ୍ଚାୟତରାଜ ଦିବସ: ପାଳିତ ବ୍ଲକ ପ୍ରଶାସନ ପକ୍ଷରୁ ୧୦ ସରପଞ୍ଚ ପୁରସ୍କୃତ 

ଦିଗପହଣ୍ଡି,୨୪|୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅପରାହ୍ନରେ ଜାତୀୟ ପଞ୍ଚାୟତରାଜ ଦିବସ ମହାସମାରୋହରେ ପାଳନ କରାଯାଇଛି । ରାଜ୍ୟ ପଞ୍ଚାୟତରାଜ…

୨ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ପ୍ରତିବାଦ କରିବାରୁ ପେଟ୍ରୋଲ ଢାଳି ହତ୍ୟା ଉଦ୍ୟମ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ଦାରିଙ୍ଗବାଡ଼ି ଥାନା ଅଞ୍ଚଳ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ୨ ଜଣ ଯୁବକ ବାଇକରେ ଆସି ପ୍ରାୟ ୨ ଘଣ୍ଟା ଧରି ଉତ୍ପାତ ଚଳାଇଥିଲେ।…

ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିଲେ ମହିଳା: ଏକୁଟିଆପାଇ ଟଣାଓଟରା କଲେ, ଏବେ ଥାନାରେ…

ଦିଗପହଣ୍ଡି,୨୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ଗ୍ରାମର ଜଣେ ବିବାହିତା ମହିଳାଙ୍କୁ ଗ୍ରାମର ଦୂର୍ଯ୍ୟ ବେହେରା ଅସଦାଚରଣ କରିବା ସହ ତଳେ ପକାଇ…

ହିତାଧିକାରୀଙ୍କୁ ଅନ୍ତଦୋୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୨୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଶୁକ୍ରବାର ସାରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri