Posted inଜାତୀୟ

ଶେଷ ହେବ ରେଲଓ୍ବେର ଓ୍ବେଟିଂ ଟିକେଟ ଟେନସନ! ହୋଲି, ଦିପାବଳୀରେ ସମସ୍ତଙ୍କୁ ମିଳିବ ଟିକେଟ

ନୂଆଦିଲ୍ଲୀ,୫।୭: ପର୍ବ ସମୟରେ ସବୁଠାରୁ ବଡ ସମସ୍ୟା ହେଉଛି ଟ୍ରେନରେ ଟିକେଟ ପାଇବା। ଦୀର୍ଘ ପ୍ରତୀକ୍ଷା ବା ଓ୍ବେଟିଂ ପ୍ରକ୍ରିୟା ସପ୍ତାହ ପୂର୍ବରୁ ଆରମ୍ଭ ହୁଏ । କିନ୍ତୁ, ରେଳବାଇ ଏପରି ଯୋଜନା କରିଛି ଯେ ଆସନ୍ତା ଦୁଇ ବର୍ଷ ମଧ୍ୟରେ ଓ୍ବେଟିଂ ଟିକେଟର ଅସୁବିଧା ଦୂର ହେବ। ହୋଲି ହେଉ କିମ୍ବା ଦପାବଳୀ , ଆପଣ ପ୍ରତ୍ୟେକ ପର୍ବରେ ସଂରକ୍ଷଣ ବା ରିଜର୍ଭେସନ ଏବଂ ସିଟ ପାଇବେ। ନନ-ଏସି କୋଚରେ ଯାତ୍ରା କରୁଥିବା ଲୋକମାନଙ୍କ ପାଇଁ ଏହା ଉପକୃତ ହେବ, କାରଣ ଆଜି ବି ଅଧିକାଂଶ ଲୋକ କେବଳ ସ୍ଲିପର ଏବଂ ସାଧାରଣ କୋଚରେ ଯାତ୍ରା କରନ୍ତି । ଏହାକୁ ଦୃଷ୍ଟିରେ ରଖି ରେଳବାଇ ଏହି ଯୋଜନା ପ୍ରସ୍ତୁତ କରିଛି।

ସୂଚନାଯୋଗ୍ୟ, ଦେଶରେ ପ୍ରତିଦିନ ୨ କୋଟିରୁ ଅଧିକ ଲୋକ ଟ୍ରେନରେ ଯାତ୍ରା କରନ୍ତି, ଯାହା ଅଷ୍ଟ୍ରେଲିଆର ଜନସଂଖ୍ୟା ଅପେକ୍ଷା ଅଧିକ। ପର୍ବ ସମୟରେ ଏହି ଭିଡ଼ ଦ୍ୱିଗୁଣିତ ହୁଏ। ଆଜ୍ଞା ହଁ ଓ୍ବେଟିଂ ଲିଷ୍ଟ ଲମ୍ବା ହୁଏ। ସାଧାରଣ ଦିନରେ ମଧ୍ୟ ଟ୍ରେନରେ ଓ୍ବେଟିଂ ଲିଷ୍ଟ ରହିଥାଏ। ଏମିତି ପରିସ୍‌ଥିତିକୁ ଦେଖି ରେଲଓ୍ବେରେ ୨୦୨୬ ସୁଦ୍ଧା୧୦ ହଜାର ନନ-ଏସି କୋଚ ଅର୍ଥାତ୍‌ ସ୍ଲିପର କୋଚ କରିବାକୁ ନିଷ୍ପତ୍ତି ନେଇଛି। ଏହା ବ୍ୟତୀତ ଟ୍ରେନରେ ୫ହଜାର ସାଧାରଣ କୋଚ ମଧ୍ୟ ସ୍ଥାପନ କରାଯିବ। ଏହା ଯାତ୍ରୀମାନଙ୍କୁ ସୁବିଧା ଯୋଗାଇବ ଏବଂ ଓ୍ବେଟିଂ ଟିକେଟର ଅସୁବିଧା ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri