Posted inଜାତୀୟ

ରେଲୱେ ଦେବ ଡୋର ଟୁ ଡୋର ସର୍ଭିସ!

ନୂଆଦିଲ୍ଲୀ,୧୭ ।୨: ପୂର୍ବରୁ ରେଲୱେ କେବଳ ଯାତ୍ରୀ ଓ ମାଲ ପରିବହନ କରୁଥିବା ବେଳେ ଏବେ ଭିନ୍ନ ଭିନ୍ନ ପ୍ରକାର ସେବା ଯୋଗାଇ ଦେଇ ଲୋକଙ୍କ ନିକଟତର ହୋଇ ପାରିଛି । ଏବେ ରେଲୱେ ଏକ ନୂଆ ସର୍ଭିସ ଦେବାକୁ ପ୍ରସ୍ତୁତ ହେଉଥିବା ସୂଚନା ମିଳିଛି । ଯାହା ଫଳରେ ଲୋକଙ୍କ ସାମଗ୍ରୀ ନିଜ ଦ୍ୱାର ସମ୍ନାରେ ପହଞ୍ଚି ପାରିବ । ରେଲୱେ ପକ୍ଷରୁ ଡୋର ଟୁ ଡୋର ଡେଲିଭରି ସର୍ଭିସ ଦେବାକୁ ଯୋଜନା ପ୍ରସ୍ତୁତ କରାଯାଉଛି । ଏଥରେ ରେଲୱେ ପୋଷ୍ଟ ଅଫିସ ଓ ଡେଡିକେଟେଡ ଫ୍ରେଡ କରିଡରକୁ ସାମିଲ କରାଯିବ ।
ଏହି ସର୍ଭିସ ଲୋକଙ୍କ ନିକଟରେ ପହଞ୍ଚାଇବାକୁ ଏକ ମୋବାଇଲ ଆପ ଲଞ୍ଚ କରାଯିବ । ଏହି ଆପ ମାଧ୍ୟମରେ ଜଣେ ବ୍ୟକ୍ତି ତାଙ୍କର ପାର୍ସଲ ଡେଲିଭରି ଅର୍ଡର ପ୍ଲେସ କରିପାରିବେ । ଏହାପରେ ପଇସା ଦେବାକୁ ପଡିବ । ଏହାକୁ ଏବେ ରେଲୱେ ଏକ ପାଇଲଟ ପ୍ରୋଜେକ୍ଟ ଭାବେ ଆରମ୍ଭ କରିବାକୁ ଯାଉଛି । ଏହାର ସଫଳତାକୁ ଦେଖି ଆଗକୁ ବଢାଇବାକୁ ଚେଷ୍ଟା କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଅଚେତ୍‌ ହୋଇ ପଡ଼ିଥିଲେ ମହିଳା, ଦେଖିକି ମୁଖ୍ୟମନ୍ତ୍ରୀ ବସ୍‌ ଚାଳକ, କଣ୍ଡକ୍ଟର କଲେ ଏମିତି କାମ

ନନ୍ଦପୁର, ୨୫।୫(ତୁଷାର କାନ୍ତ ମହାନ୍ତି ): ଲମତାପୁଟ-ଟିକରପଡ଼ା ମୁଖ୍ୟମନ୍ତ୍ରୀ ବସ୍‌ରେ କାର୍ଯ୍ୟରତ ଚାଳକ, କଣ୍ଡକ୍ଟର ସୋମବାର ପୂର୍ବାହ୍ନରେ ରାସ୍ତା କଡ଼ରେ ଅଚେତ୍‌ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ମୁଦ୍ରାସ୍ଫୀତି ମଧ୍ୟରେ PNG ଏବଂ LPG ଗ୍ରାହକଙ୍କୁ ଆଶ୍ୱସ୍ତି, ଉପକୃତ ହେବେ ଛାତ୍ରଙ୍କଠୁ ଆରମ୍ଭ କରି…

ନୂଆଦିଲ୍ଲୀ,୨୫।୫: କେନ୍ଦ୍ର ସରକାର ପାଇପ ମାଧ୍ୟମରେ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ କରିଥିବା LPG ଗ୍ରାହକଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର LPG ଯୋଗାଣ…

ବିଜେଡି ଛାଡିବା ପରେ ବଡ଼ ଗୁମର ଖୋଲିଲେ ଦେବାଶିଷ, କହିଲେ-ନବୀନ ବାବୁ ଭାଜପା ହାତ ଧରି…

ଭୁବନେଶ୍ୱର,୨୫।୫: ବିଜେଡି ଛାଡ଼ିବା ପରେ ଦେବାଶିଷ ସାମନ୍ତରାୟ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ନବୀନ ବାବୁ ଭାଜପା ହାତ ଧରି କ୍ୟାରିୟର ଆରମ୍ଭ କରିଥିଲେ। ବାଜପେୟୀ,…

ଝାରସୁଗୁଡ଼ା ପ୍ରିମିୟର ଲିଗ୍‌: ଟାଉନ୍‌ ବୀର୍ସ ଚାମ୍ପିୟନ

ଝାରସୁଗୁଡ଼ା,୨୫।୫(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ମନମୋହନ ଏମ୍‌.ଇ. ସ୍କୁଲ ପଡ଼ିଆଠାରେ ଝାରସୁଗୁଡ଼ା ପ୍ରିମିୟର ଲିଗ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ରେ ମଙ୍ଗଳ ବଜାର…

ଅଭିଷେକଙ୍କ ଘରେ ପଶିଲା ପୋଲିସ: ଥମୁନି ଦିଦିଙ୍କ ଅଡ଼ୁଆ

କୋଲକାତା,୨୫।୫: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ କୋଲକାତାସ୍ଥିତ ବାସଭବନରେ ପୋଲିସ ପହଞ୍ଚିଛି। ତାଙ୍କ ଘର ବାହାରେ ପ୍ରବଳ ପୋଲିସ ଫୋର୍ସ ମୁତୟନ କରାଯାଇଛି।…

IPL ବେଟିଂ, ୮ ଗିରଫ: ଏକାଧିକ ସ୍ଥାନରେ ଏକକାଳୀନ ଚଢ଼ାଉବେଳେ ମିଳିଲା…

ଝାରସୁଗୁଡା/ବ୍ରଜରାଜନଗର, ୨୫।୫(ଆଶିଷ ରଞ୍ଜନ ଦାଶ/ବିଜୟ ବରା ): ଝାରସୁଗୁଡ଼ା ଜିଲା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଚଳିତ ଆଇପିଏଲ ୨୦୨୬ ମ୍ୟାଚଗୁଡ଼ିକରେ ବେଆଇନ ଅନଲାଇନ କ୍ରିକେଟ…

ଚାଷ ଜମିରୁ ଫେରୁଥିବାବେଳେ କାମୁଡିଲା ସାପ, ମେଡିକାଲ ନେବାବେଳେ ଚାଲିଗଲା ଜୀବନ, ପରିବାର ଅସହାୟ

ଥୁଆମୂଳ ରାମପୁର, ୨୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୀନ ସମାପଲା ଗାଁରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ସାପ…

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri