Advertisement
Posted inଜାତୀୟ

ଯାତ୍ରୀଙ୍କ ତଥ୍ୟ ଚୋରି ଅଭିଯୋଗକୁ ଖଣ୍ଡନ କଲା ରେଲଓ୍ବେ

ନୂଆଦିଲ୍ଲୀ,୨୯ା୧୨: ଭାରତୀୟ ରେଳପଥର ୩ କୋଟି ଯାତ୍ରୀଙ୍କ ତଥ୍ୟ ଚୋରି କରାଯାଇ ଡାର୍କ ଓ୍ବେବ୍‌ରେ ବିକ୍ରି ପାଇଁ ରଖାଯାଇଥିବା ହକରମାନଙ୍କ ଫୋରମ୍‌ ପକ୍ଷରୁ ଦାବି କରାଯାଇଛି। ତେବେ ଡାଟା ଚୋରି ଅଭିଯୋଗକୁ ରେଳ ମନ୍ତ୍ରଣାଳୟ ଖଣ୍ଡନ କରିଛି। ଇଣ୍ଡିଆନ ରେଲଓ୍ବେ କ୍ୟାଟରିଂ ଆଣ୍ଡ୍‌ ଟ୍ୟୁରିଜିମ୍‌ କର୍ପୋରେଶନ (ଆଇଆର୍‌ସିଟିସି)ର ତଥ୍ୟ ଚୋରି ହୋଇନାହିଁ। କୌଣସି ଡାଟା ଲିକ୍‌ ହୋଇଛି କି ନାହିଁ, ଯାଞ୍ଚ ଲାଗି ଆଇଆର୍‌ସିଟିସି ପକ୍ଷରୁ ଏହାର ସମସ୍ତ ବ୍ୟବସାୟିକ ସହଯୋଗୀଙ୍କୁ କୁହାଯାଇଥିଲା। ସନ୍ଦିଗ୍ଧ ଡାଟା ଲିକ୍‌ ଏହାର ସର୍ଭରରୁ ହୋଇ ନ ଥିବା ମନ୍ତ୍ରଣାଳୟର ଜଣେ ମୁଖପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାରେ ହଙ୍ଗାମା: ୮ ଏମ୍‌ପି ସପ୍ତାହେ ପାଇଁ ନିଲମ୍ବିତ

ନୂଆଦିଲ୍ଲୀ, ୨୧।୯: ମୌସୁମୀ ଅଧିବେଶନର ୮ମ ଦିନରେ ସୋମବାର ରାଜ୍ୟ ସଭାରେ ୮ ବିରୋଧୀ ସଦସ୍ୟଙ୍କୁ ଏକ ସପ୍ତାହ ପାଇଁ ନିଲମ୍ବିତ କରାଯାଇଛି। କୃଷି ବିଧେୟକକୁ...

ନବବଧୂଙ୍କ ପିଆଜ ଚିନ୍ତା ଦୂର କଲେ ସମ୍ପର୍କୀୟ

ଝାନ୍ସି,୧୪।୧୨: ସାରା ଦେଶରେ ବର୍ଦ୍ଧିତ ପିଆଜ ଦରକୁ ନେଇ ବଜାରରେ ନିଆଁ ଲାଗିଛି। ଲୋକଙ୍କ ପାଇଁ ପିଆଜ ଏତେ ମୂଲ୍ୟବାନ ହୋଇଯାଇଛି ଯେ, ଏବେ ଏହାକୁ...

ଉତ୍ତରପ୍ରଦେଶ ଉପନିର୍ବାଚନ: ଯୋଗୀଙ୍କ ପାଇଁ ସମ୍ମାନର ପ୍ରଶ୍ନ

ଲକ୍ଷ୍ନୌ,୨।୧୧: ଉତ୍ତରପ୍ରଦେଶର ୭ଟି ବିଧାନସଭା ଆସନ ପାଇଁ ହେଉଥିବା ଉପନିର୍ବାଚନରେ ମଙ୍ଗଳବାର ଭୋଟଗ୍ରହଣ କରାଯିବ। ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ଏହି ୭ଟି ଆସନର ଫଳାଫଳ...

କମ୍ପାନୀ ଟଙ୍କାରେ ନିଜର ବିୟୁଟି ଚିକିତ୍ସା କରାଉଥିଲେ

ନୂଆଦିଲ୍ଲୀ,୨୩।୨: ଫିନଟେକ୍‌ ଫାର୍ମ ଭାରତପେ’ ଏହାର ମ୍ୟାନେଜିଂ ଡିରେକ୍ଟର ଅଶନୀର ଗ୍ରୋଭରଙ୍କ ସ୍ତ୍ରୀ ମାଧୁରୀ ଜୈନଙ୍କୁ ବିଦା କରିଛି। ଏକ୍ସଟରନାଲ ଅଡିଟ୍‌ ପରେ ଆର୍ଥିକ ଅନିୟମିତତା...

୨୪ ଘଣ୍ଟାରେ ୪୫ ଜଙ୍ଗଲରେ ନିଆଁ

ଡେରାଡୁନ୍‌,୫।୪: ଉତ୍ତରାଖଣ୍ଡରେ ଗୋଟିଏ ଦିନରେ ୪୫ଟି ଜଙ୍ଗଲରେ ନିଆଁ ଲାଗିଛି। ରବିବାର ଏଭଳି ଘଟିଥିବା ଜଣାପଡ଼ିଛି। ଏହାଯୋଗୁ ୪ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି।...

ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ: ୨୦୦ ପ୍ରଦର୍ଶନକାରୀ ଅଟକ

ନୂଆଦିଲ୍ଲୀ, ୨୭।୧: ଜାନୁୟାରୀ ୨୬ରେ ଦିଲ୍ଲୀରେ ଅନ୍ନଦାତାଙ୍କ ପକ୍ଷରୁ ହୋଇଥିବା ହିଂସକ ପ୍ରଦର୍ଶନ ନେଇ ଦିଲ୍ଲୀ ପୋଲିସ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ସିସିଟିଭି ରେକର୍ଡିଂ...

ପ୍ରବଳ ତୁଷାରପାତ: ଘୋଡ଼ା ଚଢ଼ି ପାର୍ସଲ ବାଣ୍ଟୁଛନ୍ତି ଡେଲିଭରୀ ବୟ

ଶ୍ରୀନଗର,୧୬।୧: ଆଜିକାଲି ଜମ୍ମୁ-କଶ୍ମୀରରେ ପ୍ରବଳ ତୁଷାରପାତ ହେଉଛି। ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇପଡ଼ିଛି। ଏପରି ସ୍ଥିତିରେ ଲୋକେ ଅନ୍‌ଲାଇନ୍‌ରେ ଜିନିଷ ମଗାଉଛନ୍ତି। ମାତ୍ର ସବୁଠୁ...

ଏଲ୍‌ଟିଟି ଜୟନଗର ଏକ୍ସପ୍ରେସ ଲାଇନଚ୍ୟୁତ

ମୁମ୍ବାଇ,୩।୪: ମହାରାଷ୍ଟ୍ରର ନାସିକ ନିକଟରେ ଲୋକମାନ୍ୟ ତିଲକ ଟର୍ମିନିୟସ(ଏଲଟିଟି)-ଜୟନଗର ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ପାଖାପାଖି ୧୦ଟି କୋଚ ଟ୍ରାକ ବାହାରକୁ ଖସିଯାଇଛି। ଦୁର୍ଘଟଣା ଯୋଗୁ କେତେକ...

Advertisement
Archives

Model This Week