୯ ରାଜ୍ୟରେ ସମ୍ପ୍ରସାରଣ ହେବ ରେଳପଥ, ଖର୍ଚ୍ଚ ହେବ ୩୨,୫୦୦ କୋଟି…

ନୂଆଦିଲ୍ଲୀ,୧୭।୮ : ଅଥନୈତିକ ବ୍ୟାପାର ଉପରେ କ୍ୟାବିନେଟ କମିଟି ପ୍ରାୟ ୩୨,୫୦୦ କୋଟି ଟଙ୍କା ବ୍ୟୟରେ ଭାରତୀୟ ରେଳର ସାତୋଟି ମଲ୍ଟି ଟ୍ରାକିଂ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି କେନ୍ଦ୍ର ଦ୍ୱାରା ସମ୍ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ଏହି ପ୍ରକଳ୍ପଗୁଡିକ ବର୍ତ୍ତମାନର ଲାଇନ କ୍ଷମତା ସମ୍ପ୍ରସାରଣ, ଯାତାୟାତ ଭିଡ଼ ହ୍ରାସ କରିବାରେ ସହାୟକ ହେବ।

ଏଥିରେ ୨୩୩୯ କିଲୋମିଟର ଲମ୍ବା ଭାରତୀୟ ରେଳ ନେଟୱାର୍କ ନଅଟି ରାଜ୍ୟ, ଉତ୍ତରପ୍ରଦେଶ, ବିହାର, ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର, ଗୁଜରାଟ, ଓଡିଶା, ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗର ୩୫ଟି ଜିଲାରେ ସମ୍ପ୍ରସାରଣ ହେବ। ଏହା ଦ୍ୱାରା ସମ୍ପୃକ୍ତ ରାଜ୍ୟବାସୀଙ୍କୁ ଆନୁମାନିକ ୭.୦୬ କୋଟି ନିଯୁକ୍ତି ଦିବସ ଯୋଗାଇ ଦିଆଯିବ। ଏହି ପ୍ରକଳ୍ପଗୁଡିକରେ ଗୋରଖପୁର-କ୍ୟାଣ୍ଟ-ବାଲ୍ମିକୀ ନଗର ଦୋହରିକରଣ, ସୋନ ନଗର-ଆଣ୍ଡାଲ ମଲ୍ଟି ଟ୍ରାକିଂ ପ୍ରକଳ୍ପ, ନିର୍ଗୁଣ୍ଡି-ବାରଙ୍ଗ ଏବଂ ଖୋର୍ଦ୍ଧା ରୋଡ-ବିଜୟନଗରମ ମଧ୍ୟରେ ତୃତୀୟ ଲାଇନ ଏବଂ ମୁଡଖେଦ-ମେଡଚାଲ ଏବଂ ମହବୁବନଗର-ଧୋନ, ଗୁଣ୍ଟୁର-ବିବିନଗରମ, ଚୋପାନ-ଚୁନାର ମଧ୍ୟରେ ଥିବା ଲାଇନକୁ ଦୋହରିକରଣ, କରିବା ଅନ୍ତର୍ଭୁକ୍ତ।

ସାମାଖିଆଲି-ଗାନ୍ଧିଧାମ ମଧ୍ୟରେ ଚାରୋଟି ଟ୍ରାକ କରାଯିବ। ଏମାନଙ୍କ ବ୍ୟତୀତ ହରିୟାଣାର ୧୬ ଟି ଷ୍ଟେଶନର ନବୀକରଣ ମଧ୍ୟ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହୋଇଛି। ଯେଉଁଥିରେ ୬୦୮ କୋଟି ଟଙ୍କା ଖର୍ଚ୍ଚ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି ।…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ…

ଋଣ ଆଦାୟ ଟଙ୍କା ଆତ୍ମସାତ ଅଭିଯୋଗ, ଫାଇନାନ୍ସ କର୍ମଚାରୀ ଗିରଫ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ,୭ା୬(ପ୍ରଦୋଷ କୁମାର/ବିଶ୍ୱାଳସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ ): ଋଣଗ୍ରାହକଙ୍କ ଠାରୁ ଆଦାୟ ହୋଇଥିବା ଇଏମଆଇ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଘସିପୁରା ପୋଲିସ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ…

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri