ଘରର ଛାତ ଉପରେ ଉଠାଇଥିଲେ ଟପ୍‌ଲେସ୍‌ ଫଟୋ; ଅଭିନେତ୍ରୀ କହିଲେ ‘ମୁଁ ଲାଜକୁଳୀ ନୁହେଁ’

ବମ୍ବେ: ଘରର ଛାତ ଉପରେ ଟପ୍‌ଲେସ୍‌ ଫଟୋଶୁଟ୍‌। କିଛି ଏଭଳି କରି ଚର୍ଚ୍ଚାରେ ରିୟା ସେନଙ୍କ ବଡ଼ ଭଉଣୀ ତଥା ବଲିଉଡ୍‌ ଅଭିନେତ୍ରୀ ରାଇମା ସେନ୍‌। ସେ ନିଜର ଫଟୋଗୁଡ଼ିକୁ ଇନ୍‌ଷ୍ଟାଗ୍ରାମରେ ଶେୟାର କରିବା ପରେ ତାହା ବେଶ୍‌ ଭାଇରାଲ ହେଉଛି। ଲକ୍‌ଡାଉନ୍‌ ସମୟରେ ସେ କେଉଁଠାରେ ଏଭଳି ଫଟୋ ଉଠାଇଲେ ବୋଲି ତାଙ୍କୁ ଅନେକେ ପ୍ରଶ୍ନ କରୁଛନ୍ତି। ଜବାବରେ ଅଭିନେତ୍ରୀ କହିଛନ୍ତି, ଫଟୋ ଉଠାଇବା ତାଙ୍କ ପାଇଁ ବେଶ୍‌ ସହଜ ଥିଲା। କାରଣ ତାହା ସେତେଟା ବୋଲ୍ଡ ନ ଥିଲା। ସେ ଲାଜକୁଳୀ ମଧ୍ୟ ନୁହନ୍ତି। ମେ’ ୧୬ରେ ଲକ୍‌ଡାଉନ୍‌ ଆରମ୍ଭ ହୋଇଥିଲା। ୧୫ ତାରିଖରେ ଘରର ଛାତ ଉପରେ ଏହାର ଶୁଟିଂ କରାଯାଇଥିଲା ବୋଲି ସେ କହିଛନ୍ତି।

ତେବେ ରାଇମା ବଲିଉଡ୍‌ ଏବଂ ବଙ୍ଗାଳି ଫିଲ୍ମରେ କାମ କରିଛନ୍ତି। ସେଥିରୁ ବଲିଉଡ୍‌ରେ ତାଙ୍କ କ୍ୟାରିୟର ସେତେଟା ଚାଲି ନ ଥିଲା। ଏବେ ସେ ହିନ୍ଦୀ ଏବଂ ବଙ୍ଗାଳି ଓ୍ବେବ୍‌ ସିରିଜ୍‌ରେ ନଜର ଆସୁଛନ୍ତି। ଜି-୫ର ସିରିଜ ‘ପରଛାଇ, ଲଭ୍‌ ବାଇଟ୍ସ, ଫରବିଡନ୍‌ ଲଭ୍‌’ରେ ସେ କାମ କରିଛନ୍ତି। ନିକଟରେ l ସେ ଆମାଜନ ପ୍ରାଇମ୍‌ରେ ପ୍ରସାରିତ ସିରିଜ ‘ଲାଷ୍ଟ ଓଭର’ରେ ସେ ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri