ଆଖି ଦାନ କଲେ ରାଇମୋହନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ବରିଷ୍ଠ ଅଭିନେତା ରାଇମୋହନ ପରିଡ଼ାଙ୍କ ପରଲୋକ ହୋଇଛି। ଶୁକ୍ରବାର ମଧ୍ୟାହ୍ନରେ ଭୁବନେଶ୍ୱର ପ୍ରାଚୀ ବିହାରସ୍ଥିତ ଘରୁ ତାଙ୍କର ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ରାଇମୋହନ ଆତ୍ମହତ୍ୟା କରିଥିବା ବେଳେ କେଉଁ କାରଣ ପାଇଁ ସେ ଏଭଳି ପଦକ୍ଷେପ ନେଲେ ତାହା ସ୍ପଷ୍ଟ ହୋଇନାହିଁ। ତେବେ ତାଙ୍କ ଯେଉଁ ଦୁଇ ଆଖିକୁ ଦେଖି ଦର୍ଶକ ଡରୁଥିଲେ ସେହି ଆଖି ଦୁଇକୁ ଅନ୍ୟ ପାଇଁ ସେ ଉତ୍ସର୍ଗ କରିଦେଇଛନ୍ତି । ରାଇମୋହନ ଚକ୍ଷୁ ଦାନ କରିଥିବା ନେଇ ବରିଷ୍ଠ କଳାକାର ଅଶ୍ରୁମୋଚନ ମହାନ୍ତି ସୂଚନା ଦେଇଛନ୍ତି । ତାଙ୍କ ବିୟୋଗ ଖବର ରାଜ୍ୟବାସୀଙ୍କୁ ମର୍ମାହତ କରିଛି । ସମସ୍ତଙ୍କୁ ଶୋକରେ ସ୍ତମ୍ଭୀଭୁତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

ମା’ ହିରାନୀଳା ମହାବିଦ୍ୟାଳୟ: ଯାଞ୍ଚ ପରେ ସମସ୍ତ ପ୍ରାର୍ଥତ୍ପତ୍ର ନାକଚ, କାହିଁକି ଜାଣନ୍ତୁ…

ଲାଞ୍ଜିଗଡ଼,୧୦ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ମା’ ହିରାନୀଳା ଡିଗ୍ରୀ ମହାବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ପରେ ଏକ…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?