୧୮ରୁ ପୁଣି ବର୍ଷା: ୨୦,୨୧ ଛେଚିବ

ଭୁବନେଶ୍ବର,୧୭।୯: ପୂର୍ବକେନ୍ଦ୍ରୀୟ ଓ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗବ ୧ବ ଓ ୧୩ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିଲା ବନ୍ୟା ପରିସ୍ଥିତି। ଏବେ ପରିସ୍ଥିତ ନ ସୁଧୁରୁଣୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ଶୁକ୍ରବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଉକ୍ତ ଜିଲାଗୁଡିକୁ ୟେଲୋ ୱାର୍ନିଂ ଜାରି କରିଛି।

୨୦ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି ଓ କୋରାପୁଟ ଆଦି ଜିଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବନୁମାନ କରାଯାଇଛି। ୨୧ ତାରିଖରେ ସୁନ୍ଦରଗଡ଼, ବଲାଙ୍ଗୀର, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗଡ଼ା ଓ ସୁବର୍ଣ୍ଣପୁର ଜିଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri