ଆଜିଠୁ ୭ ଯାଏ ବର୍ଷା ସହ ବଜ୍ରପାତ ଆଶଙ୍କା, ଏସବୁ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର,୨ା୮(ଅନୁରାଧା ମହାରଣା) – ରାଜ୍ୟରେ ବର୍ଷା ଧୀରେ ଧୀରେ କମିଥିବାବେଳେ ଏବେ ଅଧିକାଂଶ ଜିଲାରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ରବିବାର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ମାତ୍ର ୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ବଜ୍ରପାତ ହେବା ଆଶଙ୍କା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସେସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ବିଜୁଳି ଏବଂ ଘଡ଼ଘଡ଼ି ଆଶଙ୍କା ଥିବାରୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri