Posted inଜାତୀୟ

ଦିଲ୍ଲୀରେ ୧୫ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା, ୟୁପିରେ ବି ସ୍ଥିତି ଅସମ୍ଭାଳ, ୨୩ ରାଜ୍ୟକୁ ଆଲର୍ଟ ଜାରି

ନୂଆଦିଲ୍ଲୀ,୧୦ ।୧୦: ବିଦାୟ ନେଲାଣି ମୌସୁମୀ । ହେଲେ ଅଦିନିଆ ବର୍ଷା ଅଧିକାଂଶ ରାଜ୍ୟର ଜନଜୀବନକୁ ଅସ୍ତବ୍ୟସ୍ତ କରି ସାରିଲାଣି । ଦିଲ୍ଲୀରେ ହୋଇଥିବା ବର୍ଷା ଗତ ୧୫ ବର୍ଷର ରେକର୍ଡକୁ ଭାଙ୍ଗି ଦେଇଛି । ଗତ ୨୪ ଘଣ୍ଟାରେ ରବିବାର ସକାଳ ସାଢେ ୮ଟା ସୁଦ୍ଧା ସେଠାରେ ୭୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି । ୨୦୦୭ ପରେ ଏହି ସମୟରେ ଏହା ସର୍ବାଧିକ ବର୍ଷା ବୋଲି କୁହାଯାଉଛି ।
ପାଣିପାଗ ବିଭାଗ ପକ୍ଷରୁ ବର୍ଷାକୁ ନେଇ ଉତ୍ତର ପ୍ରଦେଶ, ବିହାର ଓ ମହାରାଷ୍ଟ୍ର ସମେତ ୨୩ ରାଜ୍ୟ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ଉତ୍ତର ପ୍ରଦେଶର ୪୩ ଜିଲାକୁ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି । ରାଜ୍ୟରେ ଅଧିକାଂଶ ଜିଲାରେ ବର୍ଷା ଯୋଗୁ ୩୪ ଜଣଙ୍କ ଜୀବନ ଗଲାଣି । ଏହି ବର୍ଷାକୁ ଦେଖି ଉତ୍ତର ପ୍ରଦେଶର ଗୌତମବୁଦ୍ଧ ନଗର, ଗାଜିଆବାଦ, ବୁଲନ୍ଦସର, ହାପୁଡ, ମେରଠ ଓ ଲକ୍ଷ୍ନୌ ସମେତ ପ୍ରାୟ ଦୁଇ ଡଜନ ଜିଲାରେ ପ୍ରଶାସନ ପକ୍ଷରୁ ସ୍କୁଲ ବନ୍ଦ କରି ଦିଆଯାଇଛି ।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଝାଡଖଣ୍ଡ, ଓଡ଼ିଶା, ଛତିଶଗଡ଼, ମଧ୍ୟପ୍ରଦେଶ ଓ ରାଜସ୍ଥାନର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନୁ ୪୪୦ ବୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ….

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri