ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି; ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬ା୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ନେଇ ଗୁରୁବାର ପୁରୀ ଜିଲାର ସମସ୍ତ ସ୍କୁଲ ପାଇଁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି । କୋଣାର୍କ ମନ୍ଦିର ପରିସରରେ ବର୍ଷା ଜଳ ଜମିରହିଥିବା ଜଣାପଡିଛି । ଲଘୁଚାପ କ୍ରମଶଃ ଦୁର୍ବଳ ହେଉଛି ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବା ନେଇ ୨୧ଟି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା ଓ ବଲାଙ୍ଗିର ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲା ତାଳଚେରଠାରେ ସର୍ବାଧିକ ୧୫୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri