କାଳବୈଶାଖୀ ପ୍ରଭାବରେ ବର୍ଷା: ଲିଭିଲା ଜଙ୍ଗଲ ନିଆଁ

ମାଲକାନଗିରି,୧୧।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କକାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ବନାଞ୍ଚଳରେ ଜଙ୍ଗଲରେ ଲାଗିଥିବା ନିଆଁ ଲିଭିଯାଇଛି । ଫଳରେ ବନ କର୍ମଚାରୀ ଏବଂ କ୍ଷେତ୍ର କର୍ମଚାରୀ ମାନେ ଆଶ୍ୱସ୍ତ ଲାଭ କରିଛନ୍ତି।

ସାଧାରଣତଃ ଗ୍ରୀଷ୍ମ ଋତୁରେ ବିଶେଷକରି ମାର୍ଚ୍ଚ ମାସରେ ବିଭିନ୍ନ କାରଣରୁ ଜଙ୍ଗଲରେ ନିଆଁ ଲାଗିଥାଏା ଏହି ନିଆଁକୁ ଆୟତ୍ତ କରିବା ପାଇଁ ସ୍ବଳ୍ପ ସଂ୍ଯଯକ ବନ କର୍ମଚାରୀଙ୍କ ପକ୍ଷେ ସମ୍ଭବପର ହୋଇ ନ ଥାଏ। ଫଳରେ ଜଙ୍ଗଲରେ ନିଆଁ ବ୍ୟାପି ଅନେକ କ୍ଷୟକ୍ଷତି ଘଟିଥାଏ ା ଏଥିପାଇଁ ସାଧାରଣ ଲୋକ ଯେତିକି ଦାୟୀ, ବନ କର୍ମଚାରୀ ମଧ୍ୟ ସେତିକି ଦାୟୀ। କିନ୍ତୁ ବନ କ୍ଷେତ୍ର କର୍ମଚାରୀମାନେ ନିଜ ଚାକିରିକୁ ବଞ୍ଚାଇବା ପାଇଁ ଦିବାରାତ୍ର ଯଥାସାଧ୍ୟ ନିଆଁକୁ ଆୟତ କରିବା ପାଇଁ ଚେଷ୍ଟା କରିଥାନ୍ତି।

୨୦୨୪ ମସିହାରେ ମାଲକାନଗିରି ଜିଲାରେ ୨୮୨୬ଟି ସ୍ଥାନରେ ଜଙ୍ଗଲରେ ନିଆଁ ଲାଗିଥିବା ବେଳେ ଏଥିରେ ୩୩୨.୪୭୦ ହେକ୍ଟର ଜଙ୍ଗଲ କ୍ଷୟକ୍ଷତି ହୋଇଥିଲାା ସେହିପରି ୨୦୨୫ ମସିହାରେ ଗୁରୁବାର ପର୍ଯ୍ୟନ୍ତ ୮୭୦ଟି ସ୍ଥାନରେ ୧୪୧.୧୩ ହେକ୍ଟର ଜଙ୍ଗଲରେ ନିଆଁ ଲାଗିଥିଲା। ଗତବର୍ଷ ଅପେକ୍ଷା ଚଳିତ ବର୍ଷ କର୍ମଚାରୀମାନେ ପରିଶ୍ରମ କରି ଜଙ୍ଗଲ ନିଆଁକୁ ଆୟତ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ…

ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri