୨୫ ଯାଏ ବର୍ଷା, ୨୦ ଜିଲାକୁ ବଜ୍ରପାତ ସତର୍କତା

ଭୁବନେଶ୍ୱର,୨୧।୮(ଅନୁରାଧା ମହାରଣା): ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବଜ୍ରପାତ ପାଇଁ ୨୦ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲା ରହିଛି। ସେହିପରି ଶୁକ୍ରବାର ମଧ୍ୟ କେତେକ ଜିଳାରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର: ଜାଣନ୍ତୁ କେତେ ବୟସ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର,୩୦।୧: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର। ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ। ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ…

ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri