୨୨ରୁ ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୧ ତାରିଖରୁ ବର୍ଷା ହୋଇଯାରେ। ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷାର ଆଶଙ୍କା ରହିଥିବା ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏଭଳି ପୂର୍ବାନୁମାନ କରିଛି । ୧୩ ତାରିଖରୁ ରାଜ୍ୟରୁ କ୍ରମଶଃ ଶୀତ ଚାଲିଯିବ ବୋଲି ସେ କହିଛନ୍ତି ।
ପ୍ରଫେସର ପଶୁପାଳକଙ୍କ ପୂର୍ବାନୁମାନ ଅନୁସାରେ, ସମ୍ଭାବ୍ୟ ଟ୍ରଫ ପ୍ରଭାବରେ ଆସନ୍ତା ୨୧ ତାରିଖରୁ ରାଜ୍ୟରେ ପାଗ ପୂରା ବଦଳିବ । ସାରା ରାଜ୍ୟରେ ମେଘୁଆ ପାଗ ରହିବ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ । ୨୨ ତାରିଖରୁ ତିନି ଦିନ ଯାଏ ପ୍ରବଳ ବର୍ଷା ହେବ । ଚିତ୍ର ସମ୍ପୂର୍ଣ୍ଣ ସ୍ପଷ୍ଟ ହେବାକୁ ଆଉ କିଛି ଦିନ ସମୟ ଲାଗିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାମଚନ୍ଦ୍ରପୁରରେ ଟ୍ରେନ ରହଣି ଦାବି

ଲାଞ୍ଜିଗଡ଼, ୧୨।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଗୋବର୍ଦ୍ଧନପୁର ପଞ୍ଚାୟତର ରାମଚନ୍ଦ୍ରପୁର ପାସେଞ୍ଜର ହଲଟରେ ଟ୍ରେନ ରହଣି ଦାବି କରି ରେଳଯାତ୍ରୀ…

ମତୁଆଳି ଗ୍ରାମରେ ଦନ୍ତା ହାତୀର ଜଳକ୍ରୀଡା, ଆତଙ୍କିତ ଗ୍ରାମବାସୀ

ଦେବଗଡ,୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲ୍ଲା ବାରକୋଟ ବ୍ଳକ ଦେବଗଡ ବନଖଣ୍ଡ ଦନ୍ତାରିବାହାଲ ଗ୍ରାମରେ ଦନ୍ତା ହାତୀଙ୍କ ଆତଙ୍କ ଦେଖିବାକୁ ମିଳିଛି । ଗାଁର ମତୁଆଳି ନାଳରେ…

ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର…

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଘୁମୁସର ବନଖଣ୍ଡରେ ବଣ୍ଟନ ହେବ ୩୫ ଲକ୍ଷ ଚାରା, ବନ୍ୟପ୍ରାଣୀଙ୍କ ଖାଦ୍ୟ ପାଇଁ ୪୦ ପ୍ରତିଶତ ଫଳନ୍ତି ଚାରା ଲାଗିବ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ରାଜ୍ୟର ଏକ ପୁରାତନ ବନଖଣ୍ଡ । ଏହି ବନଖଣ୍ଡ ୧୮୩୦ ମସିହାରେ ବ୍ରିଟିଶ ଶାସକମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri