୭ରୁ ବର୍ଷା: ତାତିରୁ ଆଶ୍ୱସ୍ତି

ଭୁବନେଶ୍ୱର,୫।୩: ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ତାତି ଅସହ୍ୟ ହୋଇଛି। ତେବେ ଏହି ତାତିରେ ଏବେ ବ୍ରେକ୍‌ ଲାଗିଛି। ଗରମର ପ୍ରଭାବ ସାମାନ୍ୟ ହ୍ରାସ ହେବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି। ମଙ୍ଗଳବାର ସକାଳେ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମଙ୍ଗଳବାର ଓ ବୁଧବାର ପାଗ ଶୁଖିଲା ରହିବ। ପୁଣି ୭ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପେଗ କେନ୍ଦ୍ର ପକ୍ଷରୂ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ବାତ୍ୟା! ୬ ଆଇଏଏସଙ୍କୁ ବଡ଼ ଦାୟିତ୍ୱ ଦେଲେ ସରକାର

ଭୁବନେଶ୍ୱର,୨୨।୧୦: ମାଡି ଆସୁଛି ବାତ୍ୟା ‘ଦାନା’। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି।...

ବାତ୍ୟା ପୂର୍ବରୁ ବୁଡିଲା ଟ୍ରଲର, ଥିଲେ ୧୦ ମତ୍ସଜୀବୀ…

ଭଦ୍ରକ,୨୨।୧୦: ବୈତରଣୀ ମୁହାଁଣରେ ବୁଡିଲା ମାଛଧରା ଟ୍ରଲର। ଟ୍ରଲର ବୁଡିଲେ ମଧ୍ୟ ଅଳ୍ପକେ ବର୍ତ୍ତିଛନ୍ତି ମତ୍ସଜୀବୀ। ଉପକୂଳକୁ ଫେରିବା ସମୟରେ ଧାମରା ବନ୍ଦର ନିକଟରେ ମାଛଧରା...

ଓ୍ବାର୍ନରଙ୍କ ବଡ଼ ଘୋଷଣା, ଭାରତକୁ ହରାଇବା ଲାଗି ସନ୍ନ୍ୟାସରୁ ନେଇପାରନ୍ତି ୟୁ-ଟର୍ନ

ନୂଆଦିଲ୍ଲୀ,୨୨।୧୦: ପ୍ରାୟ ମାସକ ପରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ଖେଳାଯିବ। ୧୦ ବର୍ଷ ଧରି ପରାଜିତ ହୋଇ...

ନଭେମ୍ବର ୧୫ରେ ରାଉରକେଲା ଆସିବେ ମୋଦି

୨୨।୧୦:ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବାର କାର୍ଯ୍ୟକ୍ରମ ରହିଛି। ଏକ ସ୍ବତନ୍ତ୍ର ବିମାନ ଯେଗେ ଆସି...

ବାତ୍ୟା ପାଇଁ ୧୭୮ ଟ୍ରେନ ବାତିଲ: ଜାଣନ୍ତୁ କ’ଣ ରହିଛି

ଭୁବନେଶ୍ୱର,୨୨।୧୦: ବାତ୍ୟା ‘ଦାନା’ପାଇଁ ବ୍ୟାପକ ଟ୍ରେନ ବାତିଲ କରାଯାଇଛି। ମୋଟ ୧୭୮ଟି ଟ୍ରେନ ବାତିଲ ନେଇ ରେଲୱେ ପକ୍ଷରୁ  ସୂଚନା ଦିଆଯାଇଛି। ୨୩, ୨୪ ଏବଂ...

ଆସନ୍ତା ୨୩ରୁ ୨୫ ଯାଏ କଲେଜ ବନ୍ଦ

ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ...

ବାତ୍ୟା ବେଳେ ପାୱାର୍‌ କଟ ହେବ କି ନାହିଁ: ଶକ୍ତି ସଚିବ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨୨।୧୦: ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତିକୁ ନେଇ ଶକ୍ତି ସଚିବ ବଡ଼ ସୂଚନା ଦେଇଛନ୍ତି। ଶକ୍ତି ସଚିବ କହିଛନ୍ତି, ବିତରଣ କମ୍ପାନୀ ସ୍ତରରେ ୨ଟି କଣ୍ଟ୍ରୋଲ ରୁମ...

ଧନୁଯାତ୍ରାର କଂସ ସରକାରୀ ଚାକିରିରୁ ନିଲମ୍ବିତ, ମହାପ୍ରୟାଣ ଗାଡି ବାବଦକୁ ମାଗୁଥିଲେ ଲାଞ୍ଚ…

ବରଗଡ,୨୨।୧୦(ପ୍ରେମାନନ୍ଦ ଖମାରୀ): ଧନୁଯାତ୍ରାର କଂସଙ୍କ ବଢିଲା ଅଡୁଆ। ବରଗଡ ଧନୁଯାତ୍ରାର କଂସ ସାଜୁଥିବା ହୃଷିକେଷ ଭୋଇଙ୍କୁ ନିଲମ୍ବିତ କରାଯାଇଛି। ମହାପ୍ରୟାଣ ଗାଡିରେ ଶବ ପରିବହନ ବାବଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri