ରାଜଧାନୀରେ ଝିପିଝିପି ବର୍ଷା, ଏହି ଜିଲାରେ ପ୍ରବଳ ଛେଚିବ

ଭୁବନେଶ୍ୱର,୧୧।୪: ଟ୍ବିନ ସିଟିରେ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ସହ ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲାର କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ହେବା ସହ୧୪ ଜିଲାରେ ଘଡ଼ଘଡ଼ି ସହ ମଧ୍ୟମଧରଣର ବର୍ଷା ହେବ। ଏନେଇ ବରଗ ଡ଼, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ଦେବଗଡ଼ ଏହିସବୁ ଜିଲାରେ ୩ ଘଣ୍ଟା ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୦ ଜିଲାରେ କୋହଲା ପାଗ ସହ ହାଲୁକା ବର୍ଷା ହେବା ନେଇ ପାଣିପାଗ ପୂର୍ବାନୁମାନ କରିଛି। ସେହି ଜିଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ ସୋନପୁର, ବଲାଙ୍ଗୀର, ଅନୁଗୋଳ ଓ ଦେବଗଡ଼ ।


Enter your email to get our daily news in your inbox.

All Right Reserved By Dharitri.Com

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri